ଲୂକ ଲିଖିତ ସୁସମାଚାର 9:27 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 କିନ୍ତୁ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଈଶ୍ବରଙ୍କ ରାଜ୍ୟ ନ ଦେଖିବା ପର୍ଯ୍ୟନ୍ତ ସେଠାରେ ଠିଆ ହୋଇଥିବା ଲୋକମାନଙ୍କ ମଧ୍ୟରୁ କେତେକ କୌଣସି ପ୍ରକାରେ ମୃତ୍ୟୁର ଆସ୍ୱାଦନ ପାଇବେ ନାହିଁ।” Viz kapitolaପବିତ୍ର ବାଇବଲ (Re-edited) - (BSI)27 କିନ୍ତୁ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଈଶ୍ଵରଙ୍କ ରାଜ୍ୟ ନ ଦେଖିବା ପର୍ଯ୍ୟନ୍ତ ସେଠାରେ ଠିଆ ହୋଇଥିବା ଲୋକମାନଙ୍କ ମଧ୍ୟରୁ କେତେକ କୌଣସି ପ୍ରକାରେ ମୃତ୍ୟୁର ଆସ୍ଵାଦ ପାଇବେ ନାହିଁ। Viz kapitolaଓଡିଆ ବାଇବେଲ27 କିନ୍ତୁ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଈଶ୍ୱରଙ୍କ ରାଜ୍ୟ ନ ଦେଖିବା ପର୍ଯ୍ୟନ୍ତ ସେଠାରେ ଠିଆ ହୋଇଥିବା ଲୋକମାନଙ୍କ ମଧ୍ୟରୁ କେତେକ କୌଣସି ପ୍ରକାରେ ମୃତ୍ୟୁର ଆସ୍ୱାଦନ ପାଇବେ ନାହିଁ । Viz kapitolaପବିତ୍ର ବାଇବଲ (CL) NT (BSI)27 ମୁଁ ତୁମ୍ଭମାନଙ୍କୁ ନିଶ୍ଚିତଭାବେ କହୁଛି ଯେ, ଈଶ୍ୱରଙ୍କ ରାଜ୍ୟ ଦେଖିବା ପର୍ଯ୍ୟନ୍ତ ଏଠାରେ ଥିବା ଲୋକମାନଙ୍କ ମଧ୍ୟରୁ କେତେକ ମୃତ୍ୟୁ ଭୋଗ କରିବେ ନାହିଁ।” Viz kapitolaପବିତ୍ର ବାଇବଲ27 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଛି ଯେ ତୁମ୍ଭମାନଙ୍କ ଭିତରୁ ଏଠାରେ ଠିଆ ହୋଇଥିବା କେତେକ ଲୋକ ମୃତ୍ୟୁ ପୂର୍ବରୁ ପରମେଶ୍ୱରଙ୍କ ରାଜ୍ୟ ଦେଖିବେ।” Viz kapitola |