ଲୂକ ଲିଖିତ ସୁସମାଚାର 9:31 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT31 ସେମାନେ ଗୌରବରେ ଦର୍ଶନ ଦେଇ, ସେ ଯିରୂଶାଲମ ସହରରେ ଯେଉଁ ମହାପ୍ରସ୍ଥାନ କରିବାକୁ ଉଦ୍ୟତ ଥିଲେ, ସେ ବିଷୟରେ କହିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)31 ସେମାନେ ଗୌରବରେ ଦର୍ଶନ ଦେଇ, ସେ ଯିରୂଶାଲମରେ ଯେଉଁ ମହାପ୍ରସ୍ଥାନ କରିବାକୁ ଉଦ୍ୟତ ଥିଲେ, ସେ ବିଷୟରେ କହୁଥିଲେ। Viz kapitolaଓଡିଆ ବାଇବେଲ31 ସେମାନେ ଗୌରବରେ ଦର୍ଶନ ଦେଇ, ସେ ଯିରୂଶାଲମରେ ଯେଉଁ ମହାପ୍ରସ୍ଥାନ କରିବାକୁ ଉଦ୍ୟତ ଥିଲେ, ସେ ବିଷୟରେ କହିଲେ । Viz kapitolaପବିତ୍ର ବାଇବଲ (CL) NT (BSI)31 ସେମାନେ ସ୍ୱର୍ଗୀୟ ଗୌରବରେ ପରିପୂର୍ଣ୍ଣ ଥିଲେ। ଯିରୂଶାଲମରେ ମୃତ୍ୟୁ ଭୋଗ କରିବା ଦ୍ୱାରା ଯୀଶୁ କିପରି ଶୀଘ୍ର ପିତାଙ୍କ ଇଚ୍ଛା ପୂର୍ଣ୍ଣ କରିବେ, ସେ ବିଷୟରେ ସେମାନେ ତାଙ୍କ ସହିତ କଥାବାର୍ତ୍ତା କରୁଥିଲେ। Viz kapitolaପବିତ୍ର ବାଇବଲ31 ସେମାନଙ୍କ ଚେହେରା ମଧ୍ୟ ଝଲକୁ ଥିଲା। ସେମାନେ ଯୀଶୁଙ୍କ ସହିତ ଯିରୁଶାଲମରେ ଘଟିବାକୁ ଥିବା ତାହାଙ୍କ ମୃତ୍ୟୁ ବିଷୟରେ କଥାବାର୍ତ୍ତା ହେଉଥିଲେ। Viz kapitola |