ଲୂକ ଲିଖିତ ସୁସମାଚାର 9:44 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT44 “ଏହି ସମସ୍ତ କଥା ତୁମ୍ଭମାନଙ୍କ କାନରେ ପ୍ରବେଶ କରାଅ; କାରଣ ମନୁଷ୍ୟପୁତ୍ର ମନୁଷ୍ୟମାନଙ୍କ ହସ୍ତରେ ସମର୍ପିତ ହେବାକୁ ଯାଉଅଛନ୍ତି।” Viz kapitolaପବିତ୍ର ବାଇବଲ (Re-edited) - (BSI)44 ଏହିସମସ୍ତ କଥା ତୁମ୍ଭମାନଙ୍କ କର୍ଣ୍ଣରେ ପ୍ରବେଶ କରାଅ; କାରଣ ମନୁଷ୍ୟପୁତ୍ର ମନୁଷ୍ୟମାନଙ୍କ ହସ୍ତରେ ସମର୍ପିତ ହେବାକୁ ଯାଉଅଛନ୍ତି। Viz kapitolaଓଡିଆ ବାଇବେଲ44 ଏହି ସମସ୍ତ କଥା ତୁମ୍ଭମାନଙ୍କ କାନରେ ପ୍ରବେଶ କରାଅ; କାରଣ ମନୁଷ୍ୟପୁତ୍ର ମନୁଷ୍ୟମାନଙ୍କ ହସ୍ତରେ ସମର୍ପିତ ହେବାକୁ ଯାଉଛନ୍ତି । Viz kapitolaପବିତ୍ର ବାଇବଲ (CL) NT (BSI)44 “ମୁଁ ତୁମ୍ଭମାନଙ୍କୁ ଯାହା କହୁବାକୁ ଯାଉଛି, ତାହା ଭୁଲିଯାଅ ନାହିଁ। ମନୁଷ୍ୟପୁତ୍ର ମନୁଷ୍ୟମାନଙ୍କ ହସ୍ତରେ ସମର୍ପିତ ହେବାକୁ ଯାଉଛନ୍ତି।” Viz kapitolaପବିତ୍ର ବାଇବଲ44 ଯୀଶୁ ତାହାଙ୍କ ଶିଷ୍ୟମାନଙ୍କୁ କହିଲେ, “ବର୍ତ୍ତମାନ ମୁଁ ତୁମ୍ଭମାନଙ୍କୁ ଯାହା କହିବି, ତାହା ଭୁଲିବ ନାହିଁ। ମନୁଷ୍ୟପୁତ୍ରଙ୍କୁ କେତେଜଣ ମନୁଷ୍ୟମାନଙ୍କ ହାତରେ ଧରେଇ ଦେବେ।” Viz kapitola |