ଲୂକ ଲିଖିତ ସୁସମାଚାର 9:46 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT46 ସେମାନଙ୍କ ମଧ୍ୟରେ କିଏ ଶ୍ରେଷ୍ଠ ସେ ବିଷୟରେ ସେମାନଙ୍କ ମଧ୍ୟରେ ତର୍କବିତର୍କ ହେଲା। Viz kapitolaପବିତ୍ର ବାଇବଲ (Re-edited) - (BSI)46 ସେମାନଙ୍କ ମଧ୍ୟରେ କିଏ ଶ୍ରେଷ୍ଠ, ସେ ବିଷୟରେ ସେମାନଙ୍କ ମଧ୍ୟରେ ତର୍କବିତର୍କ ହେଲା। Viz kapitolaଓଡିଆ ବାଇବେଲ46 ସେମାନଙ୍କ ମଧ୍ୟରେ କିଏ ଶ୍ରେଷ୍ଠ ସେ ବିଷୟରେ ସେମାନଙ୍କ ମଧ୍ୟରେ ତର୍କବିତର୍କ ହେଲା । Viz kapitolaପବିତ୍ର ବାଇବଲ (CL) NT (BSI)46 ସେମାନଙ୍କ ମଧ୍ୟରେ କିଏ ଶ୍ରେଷ୍ଠ, ଏ ବିଷୟରେ ଥରେ ଶିଷ୍ୟମାନଙ୍କ ମଧ୍ୟରେ ବିତର୍କ ହେଲା। Viz kapitolaପବିତ୍ର ବାଇବଲ46 ଥରେ ଯୀଶୁଙ୍କ ଶିଷ୍ୟମାନଙ୍କ ମଧ୍ୟରେ ଯୁକ୍ତିତର୍କ ହେଲା ଯେ, ସେମାନଙ୍କ ଭିତରେ ସବୁଠାରୁ ଶ୍ରେଷ୍ଠ କିଏ? Viz kapitola |