ଲୂକ ଲିଖିତ ସୁସମାଚାର 9:57 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT57 ସେମାନେ ବାଟରେ ଯାଉଥିବା ସମୟରେ ଜଣେ ଲୋକ ତାହାଙ୍କୁ କହିଲେ, ଆପଣ ଯେକୌଣସି ସ୍ଥାନକୁ ଯିବେ, ମୁଁ ଆପଣଙ୍କ ଅନୁଗମନ କରିବି। Viz kapitolaପବିତ୍ର ବାଇବଲ (Re-edited) - (BSI)57 ସେମାନେ ବାଟରେ ଯାଉଥିବା ସମୟରେ ଜଣେ ଲୋକ ତାହାଙ୍କୁ କହିଲେ, ଆପଣ ଯେକୌଣସି ସ୍ଥାନକୁ ଯିବେ, ମୁଁ ଆପଣଙ୍କ ଅନୁଗମନ କରିବି। Viz kapitolaଓଡିଆ ବାଇବେଲ57 ସେମାନେ ବାଟରେ ଯାଉଥିବା ସମୟରେ ଜଣେ ଲୋକ ତାହାଙ୍କୁ କହିଲେ, ଆପଣ ଯେକୌଣସି ସ୍ଥାନକୁ ଯିବେ, ମୁଁ ଆପଣଙ୍କ ଅନୁସରଣ କରିବି । Viz kapitolaପବିତ୍ର ବାଇବଲ (CL) NT (BSI)57 ସେମାନେ ବାଟରେ ଯାଉଥିôବା ସମୟରେ ଜଣେ ଲୋକ ଯୀଶୁଙ୍କୁ କହିଲା, “ଆପଣ ଯେଉଁଠାକୁ ଯିବେ, ମୁଁ ଆପଣଙ୍କ ପଛେ ପଛେ ଯିବି।” Viz kapitolaପବିତ୍ର ବାଇବଲ57 ସେମାନେ ରାସ୍ତାରେ ଆଗେଇ ଯାଉଥିଲେ। ଜଣେ ଲୋକ ଯୀଶୁଙ୍କୁ କହିଲା, “ଆପଣ ଯେଉଁଆଡ଼େ ଯିବେ, ମୁଁ ଆପଣଙ୍କ ପଛେ ପଛେ ଯିବି।” Viz kapitola |