ଲୂକ ଲିଖିତ ସୁସମାଚାର 9:61 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT61 ଆଉ ଜଣେ ମଧ୍ୟ କହିଲେ, ପ୍ରଭୁ, ମୁଁ ଆପଣଙ୍କର ଅନୁଗମନ କରିବି, ମାତ୍ର ପ୍ରଥମେ ମୋହର ଗୃହରେ ଥିବା ଲୋକମାନଙ୍କଠାରୁ ବିଦାୟ ନେବା ନିମନ୍ତେ ମୋତେ ଅନୁମତି ଦିଅନ୍ତୁ। Viz kapitolaପବିତ୍ର ବାଇବଲ (Re-edited) - (BSI)61 ଆଉ ଜଣେ ମଧ୍ୟ କହିଲେ, ପ୍ରଭୋ, ମୁଁ ଆପଣଙ୍କର ଅନୁଗମନ କରିବି, ମାତ୍ର ପ୍ରଥମେ ମୋହର ଗୃହରେ ଥିବା ଲୋକମାନଙ୍କଠାରୁ ବିଦାୟ ନେବା ନିମନ୍ତେ ମୋତେ ଅନୁମତି ଦିଅନ୍ତୁ। Viz kapitolaଓଡିଆ ବାଇବେଲ61 ଆଉ ଜଣେ ମଧ୍ୟ କହିଲେ, ପ୍ରଭୁ, ମୁଁ ଆପଣଙ୍କର ଅନୁଗମନ କରିବି, ମାତ୍ର ପ୍ରଥମେ ମୋହର ଗୃହରେ ଥିବା ଲୋକମାନଙ୍କଠାରୁ ବିଦାୟ ନେବା ନିମନ୍ତେ ମୋତେ ଅନୁମତି ଦିଅନ୍ତୁ । Viz kapitolaପବିତ୍ର ବାଇବଲ (CL) NT (BSI)61 ଆଉ ଜଣେ ଲୋକ କହିଲା, “ମହାଶୟ, ମୁଁ ଆପଣଙ୍କର ଅନୁଗମନ କରିବି, କିନ୍ତୁ ପ୍ରଥମେ ମୋର ପରିବାରବର୍ଗଙ୍କଠାରୁ ବିଦାୟ ନେବାକୁ ମୋତେ ଅନୁମତି ଦିଅନ୍ତୁ।” Viz kapitolaପବିତ୍ର ବାଇବଲ61 ଆଉ ଜଣେ ଲୋକ କହିଲା, “ପ୍ରଭୁ ମୁଁ ଆପଣଙ୍କ ଅନୁସରଣ କରିବି। କିନ୍ତୁ ପ୍ରଥମେ ମୋତେ ମୋ’ ପରିବାର ଲୋକଙ୍କଠାରୁ ବିଦାୟ ନେବାକୁ ଅନୁମତି ଦିଅନ୍ତୁ।” Viz kapitola |