ଲୂକ ଲିଖିତ ସୁସମାଚାର 9:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଇତିମଧ୍ୟରେ ସାମନ୍ତରାଜା ହେରୋଦ ଏହି ସମସ୍ତ ଘଟଣା ବିଷୟ ଶୁଣି ଅବାକ୍ ହୋଇଗଲେ, କାରଣ ଯୋହନ ମୃତମାନଙ୍କ ମଧ୍ୟରୁ ଉଠିଅଛନ୍ତି ବୋଲି କେହି କେହି କହୁଥିଲେ; Viz kapitolaପବିତ୍ର ବାଇବଲ (Re-edited) - (BSI)7 ଇତିମଧ୍ୟରେ ସାମ; ରାଜା ହେରୋଦ ଏହିସମସ୍ତ ଘଟଣା ବିଷୟ ଶୁଣି ହତବୁଦ୍ଧି ହେଲେ, କାରଣ ଯୋହନ ମୃତମାନଙ୍କ ମଧ୍ୟରୁ ଉଠିଅଛନ୍ତି ବୋଲି କେହି କେହି କହୁଥିଲେ; Viz kapitolaଓଡିଆ ବାଇବେଲ7 ଇତିମଧ୍ୟରେ ସାମନ୍ତରାଜା ହେରୋଦ ଏହି ସମସ୍ତ ଘଟଣା ବିଷୟ ଶୁଣି ଅବାକ୍ ହୋଇଗଲେ, କାରଣ ଯୋହନ ମୃତମାନଙ୍କ ମଧ୍ୟରୁ ଉଠିଅଛନ୍ତି ବୋଲି କେହି କେହି କହୁଥିଲେ; Viz kapitolaପବିତ୍ର ବାଇବଲ (CL) NT (BSI)7 ଗାଲିଲୀର ଶାସନକର୍ତ୍ତା ହେରୋଦ ଏ ସମସ୍ତ ଘଟଣା ଶୁଣି ଅତ୍ୟନ୍ତ ବିଚଳିତ ହେଲେ, କାରଣ ଦୀକ୍ଷାଦାତା ଯୋହନ ପୁଣି ଜୀବନ ପାଇଛନ୍ତି ବୋଲି କେତେକ କହୁଥିଲେ। Viz kapitolaପବିତ୍ର ବାଇବଲ7 ଇତି ମଧ୍ୟରେ ସାମନ୍ତ ରାଜା ହେରୋଦ ଏହି ଘଟଣାଗୁଡ଼ିକ ବିଷୟରେ ଶୁଣି ଗଭୀର ଚିନ୍ତାରେ ପଡ଼ିଗଲେ। କାରଣ କେତେକ ଲୋକ କହୁଥିଲେ, “ବାପ୍ତିଜକ ଯୋହନ ପୁଣି ମୃତ୍ୟୁରୁ ବଞ୍ଚି ଉଠିଛନ୍ତି।” Viz kapitola |