ମଲାଖୀ 1:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ମାତ୍ର ଏଷୌକୁ ଆମ୍ଭେ ଅପ୍ରେମ କଲୁ ଓ ତାହାର ପର୍ବତଗଣକୁ ଧ୍ୱଂସର ସ୍ଥାନ କଲୁ, ଆଉ ତାହାର ଅଧିକାର ପ୍ରାନ୍ତରସ୍ଥ ଶୃଗାଳମାନଙ୍କର ସ୍ଥାନ କଲୁ।” Viz kapitolaପବିତ୍ର ବାଇବଲ (Re-edited) - (BSI)3 ମାତ୍ର ଏଷୌକୁ ଆମ୍ଭେ ଅପ୍ରେମ କଲୁ ଓ ତାହାର ପର୍ବତଗଣକୁ ଧ୍ଵଂସ ସ୍ଥାନ କଲୁ, ଆଉ ତାହାର ଅଧିକାର ପ୍ରାନ୍ତରସ୍ଥ ଶୃଗାଳଗଣକୁ ଦେଲୁ। Viz kapitolaଓଡିଆ ବାଇବେଲ3 ମାତ୍ର ଏଷୌକୁ ଆମ୍ଭେ ଅପ୍ରେମ କଲୁ ଓ ତାହାର ପର୍ବତଗଣକୁ ଧ୍ୱଂସର ସ୍ଥାନ କଲୁ, ଆଉ ତାହାର ଅଧିକାର ପ୍ରାନ୍ତରସ୍ଥ ଶୃଗାଳମାନଙ୍କର ସ୍ଥାନ କଲୁ।” Viz kapitolaପବିତ୍ର ବାଇବଲ3 ଆମ୍ଭେ ଏଷୌକୁ ଘୃଣା କଲୁ। ଆମ୍ଭେ ଏଷୌର ପର୍ବତଗୁଡ଼ିକୁ ଧ୍ୱଂସ କଲୁ। ଏଷୌର ମାତୃଭୂମି ଧ୍ୱଂସ ପାଇଲା ଏବଂ ସେଠାରେ କେବଳ ଶୃଗାଳ ବାସ କରିଲେ।” Viz kapitola |