ମଲାଖୀ 2:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଯେଉଁ ଜନ ଏହି କର୍ମ କରେ, ସଦାପ୍ରଭୁ ଯାକୁବର ତମ୍ବୁସକଳରୁ ତାହାର ସମ୍ପର୍କୀୟ, ଯେକେହି ହୁଅନ୍ତୁ ଓ ଏପରିକି ଯେକେହି ସୈନ୍ୟାଧିପତି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ କୌଣସି ନୈବେଦ୍ୟ ଉତ୍ସର୍ଗ କରୁ, ତାହାକୁ ମଧ୍ୟ ଉଚ୍ଛିନ୍ନ କରିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)12 ଯେଉଁ ଜନ ଏହି କର୍ମ କରେ, ସଦାପ୍ରଭୁ ଯାକୁବର ତମ୍ଵୁସକଳରୁ ତାହାର ସମ୍ପର୍କୀୟ, ଯେକେହି ଜଗାଏ ଓ ଯେକେହି ଉତ୍ତର ଦିଏ ଓ ଯେକେହି ସୈନ୍ୟାଧିପତି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ କୌଣସି ନୈବେଦ୍ୟ ଉତ୍ସର୍ଗ କରେ, ତାହାକୁ ଉଚ୍ଛିନ୍ନ କରିବେ। Viz kapitolaଓଡିଆ ବାଇବେଲ12 ଯେଉଁ ଜନ ଏହି କର୍ମ କରେ, ସଦାପ୍ରଭୁ ଯାକୁବର ତମ୍ବୁସକଳରୁ ତାହାର ସମ୍ପର୍କୀୟ, ଯେକେହି ହୁଅନ୍ତୁ ଓ ଏପରିକି ଯେକେହି ସୈନ୍ୟାଧିପତି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ କୌଣସି ନୈବେଦ୍ୟ ଉତ୍ସର୍ଗ କରୁ, ତାହାକୁ ମଧ୍ୟ ଉଚ୍ଛିନ୍ନ କରିବେ। Viz kapitolaପବିତ୍ର ବାଇବଲ12 ସଦାପ୍ରଭୁ ଯାକୁବ ପରିବାରରୁ ସେହି ଲୋକମାନଙ୍କୁ ବିତାଡ଼ିତ କରିବେ। ସେହି ଲୋକମାନେ ଯଦିଓ ସଦାପ୍ରଭୁଙ୍କୁ ଭେଟି ଅର୍ପଣ କରନ୍ତି, ତାହା କିଛି ଫଳ ହେବ ନାହିଁ ଏବଂ ସଦାପ୍ରଭୁ କେବେହେଲେ ସନ୍ତୁଷ୍ଟ ହେବେ ନାହିଁ। Viz kapitola |