ମଲାଖୀ 2:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ତଥାପି ତୁମ୍ଭେମାନେ କହୁଅଛ, “ଏଥିର କାରଣ କଅଣ?” ସଦାପ୍ରଭୁ ତୁମ୍ଭର ଓ ତୁମ୍ଭ ଯୌବନ କାଳର ଭାର୍ଯ୍ୟା ମଧ୍ୟରେ ସାକ୍ଷୀ ହୋଇଅଛନ୍ତି, ସେ ତୁମ୍ଭର ସଖୀ ଓ ତୁମ୍ଭ ନିୟମକୃତ ଭାର୍ଯ୍ୟା ହେଲେ ହେଁ ତୁମ୍ଭେ ତାହା ପ୍ରତି ବିଶ୍ୱାସଘାତକତା କରିଅଛ। Viz kapitolaପବିତ୍ର ବାଇବଲ (Re-edited) - (BSI)14 ତଥାପି ତୁମ୍ଭେମାନେ କହୁଅଛ, ଏଥିର କାରଣ କଅଣ? କାରଣ ଏହି, ସଦାପ୍ରଭୁ ତୁମ୍ଭର ଓ ତୁମ୍ଭ ଯୌବନ କାଳର ଭାର୍ଯ୍ୟା ମଧ୍ୟରେ ସାକ୍ଷୀ ହୋଇଅଛନ୍ତି, ସେ ତୁମ୍ଭର ସଖୀ ଓ ତୁମ୍ଭ ନିୟମକୃତ ଭାର୍ଯ୍ୟା ହେଲେ ହେଁ ତୁମ୍ଭେ ତାହା ପ୍ରତି ବିଶ୍ଵାସଘାତକତା କରିଅଛ। Viz kapitolaଓଡିଆ ବାଇବେଲ14 ତଥାପି ତୁମ୍ଭେମାନେ କହୁଅଛ, “ଏଥିର କାରଣ କଅଣ ?” ସଦାପ୍ରଭୁ ତୁମ୍ଭର ଓ ତୁମ୍ଭ ଯୌବନ କାଳର ଭାର୍ଯ୍ୟା ମଧ୍ୟରେ ସାକ୍ଷୀ ହୋଇଅଛନ୍ତି, ସେ ତୁମ୍ଭର ସଖୀ ଓ ତୁମ୍ଭ ନିୟମକୃତ ଭାର୍ଯ୍ୟା ହେଲେ ହେଁ ତୁମ୍ଭେ ତାହା ପ୍ରତି ବିଶ୍ୱାସଘାତକତା କରିଅଛ। Viz kapitolaପବିତ୍ର ବାଇବଲ14 ତୁମ୍ଭେମାନେ ପଗ୍ଭରିବ, “କାହିଁକି ଆମ୍ଭମାନଙ୍କର ଏହି ଭେଟି ଗୃହୀତ ହେବ ନାହିଁ?” କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ବିରୁଦ୍ଧରେ ପ୍ରତ୍ୟକ୍ଷ ସାକ୍ଷୀ। ସେ ଦେଖିଲେ ତୁମ୍ଭେ ତୁମ୍ଭର ସ୍ତ୍ରୀକୁ ପ୍ରତାରଣା କରୁଛ, ଯାହାକୁ ତୁମ୍ଭେ ଯୁବକ ଅବସ୍ଥାରେ ବିବାହ କରିଛ। ସେ ତୁମ୍ଭର ସାଥୀ ଏବଂ ତୁମ୍ଭେ ଶପଥ କରି ତାକୁ ସ୍ତ୍ରୀ ରୂପରେ ଗ୍ରହଣ କରିଛ। ମାତ୍ର ତୁମ୍ଭେ ତାକୁ ପ୍ରତାରଣା କରିଛ। Viz kapitola |