ମଲାଖୀ 2:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଦେଖ, ଆମ୍ଭେ ତୁମ୍ଭମାନଙ୍କ ସନ୍ତାନଗଣଙ୍କୁ ଧମକାଇବା ଓ ତୁମ୍ଭମାନଙ୍କ ମୁଖରେ ମଳ, ଅର୍ଥାତ୍, ତୁମ୍ଭମାନଙ୍କ ବଳିସକଳର ମଳ ପ୍ରସାରିବା; ଆଉ, ତୁମ୍ଭେମାନେ ତହିଁ ସଙ୍ଗେ ନୀତ ହେବ। Viz kapitolaପବିତ୍ର ବାଇବଲ (Re-edited) - (BSI)3 ଦେଖ, ତୁମ୍ଭମାନଙ୍କ ସକାଶେ ଆମ୍ଭେ ବିହନକୁ ଧମକାଇବା ଓ ତୁମ୍ଭମାନଙ୍କ ମୁଖରେ ମଳ, ଅର୍ଥାତ୍, ତୁମ୍ଭମାନଙ୍କ ବଳିସକଳର ମଳ ପ୍ରସାରିବା; ଆଉ, ତୁମ୍ଭେମାନେ ତହିଁ ସଙ୍ଗେ ନୀତ ହେବ। Viz kapitolaଓଡିଆ ବାଇବେଲ3 ଦେଖ, ଆମ୍ଭେ ତୁମ୍ଭମାନଙ୍କ ସନ୍ତାନଗଣଙ୍କୁ ଧମକାଇବା ଓ ତୁମ୍ଭମାନଙ୍କ ମୁଖରେ ମଳ, ଅର୍ଥାତ୍, ତୁମ୍ଭମାନଙ୍କ ବଳିସକଳର ମଳ ପ୍ରସାରିବା; ଆଉ, ତୁମ୍ଭେମାନେ ତହିଁ ସଙ୍ଗେ ନୀତ ହେବ। Viz kapitolaପବିତ୍ର ବାଇବଲ3 “ଦେଖ, ଆମ୍ଭେ ତୁମ୍ଭମାନଙ୍କର ବଂଶଧରମାନଙ୍କୁ ଦଣ୍ତ ଦେବା। ଛୁଟିଦିନମାନଙ୍କରେ ତୁମ୍ଭମାନଙ୍କର ଯାଜକଗଣ ଆମ୍ଭକୁ ବିଳିଦାନ ଅର୍ପଣ କରିବେ। ମାତ୍ର ତୁମ୍ଭେମାନେ ମୃତ ପ୍ରାଣୀମାନଙ୍କର ଯେଉଁ ଗୋବର ବାହାରକୁ ଫିଙ୍ଗିଦିଅ, ଆମ୍ଭେ ସେହି ଗୋବରକୁ ନେଇ ତୁମ୍ଭମାନଙ୍କ ମୁହଁରେ ପକାଇବା ଓ ତୁମ୍ଭମାନଙ୍କୁ ସେହି ଗୋବର ସହିତ ଫିଙ୍ଗି ଦେବା। Viz kapitola |