ମଲାଖୀ 2:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ତୁମ୍ଭେମାନେ ଆମ୍ଭର ପଥ ରକ୍ଷା କରି ନାହଁ, ମାତ୍ର ବ୍ୟବସ୍ଥା ଶିକ୍ଷାରେ ମୁଖାପେକ୍ଷା କରିଅଛ, ଏଥିପାଇଁ ଆମ୍ଭେ ମଧ୍ୟ ସମୁଦାୟ ଲୋକଙ୍କ ସାକ୍ଷାତରେ ତୁମ୍ଭମାନଙ୍କୁ ତୁଚ୍ଛ ଓ ଅଧମ କରିଅଛୁ।” Viz kapitolaପବିତ୍ର ବାଇବଲ (Re-edited) - (BSI)9 ତୁମ୍ଭେମାନେ ଆମ୍ଭର ପଥ ରକ୍ଷା କରି ନାହଁ, ମାତ୍ର ବ୍ୟବସ୍ଥା ବିଷୟରେ ମୁଖାପେକ୍ଷା କରିଅଛ, ଏଥିପାଇଁ ଆମ୍ଭେ ମଧ୍ୟ ସମୁଦାୟ ଲୋକଙ୍କ ସାକ୍ଷାତରେ ତୁମ୍ଭମାନଙ୍କୁ ତୁଚ୍ଛ ଓ ଅଧମ କରିଅଛୁ। Viz kapitolaଓଡିଆ ବାଇବେଲ9 ତୁମ୍ଭେମାନେ ଆମ୍ଭର ପଥ ରକ୍ଷା କରି ନାହଁ, ମାତ୍ର ବ୍ୟବସ୍ଥା ଶିକ୍ଷାରେ ମୁଖାପେକ୍ଷା କରିଅଛ, ଏଥିପାଇଁ ଆମ୍ଭେ ମଧ୍ୟ ସମୁଦାୟ ଲୋକଙ୍କ ସାକ୍ଷାତରେ ତୁମ୍ଭମାନଙ୍କୁ ତୁଚ୍ଛ ଓ ଅଧମ କରିଅଛୁ। Viz kapitolaପବିତ୍ର ବାଇବଲ9 “ତୁମ୍ଭେମାନେ ଆମ୍ଭର ପଥ ଅନୁସରଣ କରି ନାହଁ। ତୁମ୍ଭେ ଆମ୍ଭର ଶିକ୍ଷାଦ୍ୱାରା ପକ୍ଷପାତିତା ଦେଖାଇଛ। ତେଣୁ ସମସ୍ତ ଲୋକମାନଙ୍କ ଆଗରେ ଆମ୍ଭେ ତୁମ୍ଭମାନଙ୍କୁ ଘୃଣିତ ଓ ଅପମାନିତ କରାଇବା।” Viz kapitola |