ମଲାଖୀ 3:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ତୁମ୍ଭେମାନେ କହିଅଛ, ‘ପରମେଶ୍ୱରଙ୍କର ସେବା କରିବାରେ କି ଲାଭ? ଆଉ, ଆମ୍ଭେମାନେ ଯେ ତାହାଙ୍କର ଅାଜ୍ଞା ରକ୍ଷା କରିଅଛୁ, ସୈନ୍ୟାଧିପତି ସଦାପ୍ରଭୁଙ୍କ ଛାମୁରେ ଅନୁତପ୍ତ ହୋଇ ଗମନାଗମନ କରିଅଛୁ, ଏଥିରେ ଆମ୍ଭମାନଙ୍କର କି ଲାଭ? Viz kapitolaପବିତ୍ର ବାଇବଲ (Re-edited) - (BSI)14 ତୁମ୍ଭେମାନେ କହିଅଛ, ପରମେଶ୍ଵରଙ୍କର ସେବା କରିବାର ବ୍ୟର୍ଥ; ଆଉ, ଆମ୍ଭେମାନେ ଯେ ତାହାଙ୍କର ରକ୍ଷଣୀୟ ରକ୍ଷା କରିଅଛୁ, ସୈନ୍ୟାଧିପତି ସଦାପ୍ରଭୁଙ୍କ ଛାମୁରେ ଖେଦଯୁକ୍ତ ହୋଇ ଗମନାଗମନ କରିଅଛୁ, ଏଥିରେ ଆମ୍ଭମାନଙ୍କର କି ଲାଭ?ଆୟୁ.୨୧:୧୪,୧୫ Viz kapitolaଓଡିଆ ବାଇବେଲ14 ତୁମ୍ଭେମାନେ କହିଅଛ, ପରମେଶ୍ୱରଙ୍କର ସେବା କରିବାରେ କି ଲାଭ ? ଆଉ, ଆମ୍ଭେମାନେ ଯେ ତାହାଙ୍କର ଅାଜ୍ଞା ରକ୍ଷା କରିଅଛୁ, ସୈନ୍ୟାଧିପତି ସଦାପ୍ରଭୁଙ୍କ ଛାମୁରେ ଅନୁତପ୍ତ ହୋଇ ଗମନାଗମନ କରିଅଛୁ, ଏଥିରେ ଆମ୍ଭମାନଙ୍କର କି ଲାଭ ? Viz kapitolaପବିତ୍ର ବାଇବଲ14 ତୁମ୍ଭେମାନେ କହିଲ, “ପରମେଶ୍ୱରଙ୍କୁ ଉପାସନା କରିବା ନିରର୍ଥକ। ଆମ୍ଭେମାନେ ସଦାପ୍ରଭୁଙ୍କ ବାକ୍ୟ ପାଳନ କରିଥିଲୁ ମାତ୍ର ଆମ୍ଭେମାନେ କିଛି ଉପକୃତ ହେଲୁ ନାହିଁ। ଆମ୍ଭେମାନେ ଆମ୍ଭମାନଙ୍କର ପାପ ପାଇଁ ଡାକିଲୁ, ମାତ୍ର ତା'ର ଫଳ କିଛି ହେଲା ନାହିଁ। Viz kapitola |