ମଲାଖୀ 4:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ପୁଣି, ତୁମ୍ଭେମାନେ ଦୁଷ୍ଟମାନଙ୍କୁ ପଦ ତଳେ ଦଳି ପକାଇବ; କାରଣ ଯେଉଁ ଦିନ ଆମ୍ଭେ କାର୍ଯ୍ୟ କରିବା, ସେହି ଦିନ ସେମାନେ ତୁମ୍ଭମାନଙ୍କର ତଳିପାର ଅଧଃସ୍ଥିତ ଭସ୍ମ ହେବେ, ସୈନ୍ୟାଧିପତି ସଦାପ୍ରଭୁ ଏହା କହନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)3 ପୁଣି, ତୁମ୍ଭେମାନେ ଦୁଷ୍ଟମାନଙ୍କୁ ପଦ ତଳେ ଦଳି ପକାଇବ; କାରଣ ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଯେଉଁ ଦିନ ଆମ୍ଭେ କାର୍ଯ୍ୟ କରିବା, ସେଦିନ ସେମାନେ ତୁମ୍ଭମାନଙ୍କର ତଳିପାର ଅଧଃସ୍ଥିତ ଭସ୍ମ ହେବେ। Viz kapitolaଓଡିଆ ବାଇବେଲ3 “ପୁଣି, ତୁମ୍ଭେମାନେ ଦୁଷ୍ଟମାନଙ୍କୁ ପଦ ତଳେ ଦଳି ପକାଇବ; କାରଣ ଯେଉଁ ଦିନ ଆମ୍ଭେ କାର୍ଯ୍ୟ କରିବା, ସେହି ଦିନ ସେମାନେ ତୁମ୍ଭମାନଙ୍କର ତଳିପାର ଅଧଃସ୍ଥିତ ଭସ୍ମ ହେବେ,” ସୈନ୍ୟାଧିପତି ସଦାପ୍ରଭୁ ଏହା କହନ୍ତି। Viz kapitolaପବିତ୍ର ବାଇବଲ3 ତା'ପରେ ତୁମ୍ଭେମାନେ ସେହି ଦୁଷ୍ଟାଗ୍ଭରୀଙ୍କ ଉପରେ ବିଚରଣ କରିବ। ସେମାନେ ତୁମ୍ଭ ପାଦତଳେ ଭସ୍ମ ସଦୃଶ ହେବେ। ଏହିସବୁ ସେହି ଦିନ ଘଟିବ ଯେଉଁ ଦିନ ଆମ୍ଭେ ସୃଷ୍ଟି କରିଛୁ।” ସର୍ବଶକ୍ତିମାନ୍ ସଦାପ୍ରଭୁ ଏହା କହିଥିଲେ। Viz kapitola |