Online Bible

- Reklamy -




ମାଥିଉ 1:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ଏଥିରେ ଯୋଷେଫ ନିଦରୁ ଉଠି ପ୍ରଭୁଙ୍କ ଦୂତ ତାହାଙ୍କୁ ଯେପରି ଆଜ୍ଞା ଦେଇଥିଲେ, ସେହିପରି କଲେ ଓ ନିଜ ଭାର୍ଯ୍ୟାଙ୍କୁ ଗ୍ରହଣ କଲେ;

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

24 ଏଥିରେ ଯୋଷେଫ ନିଦ୍ରାରୁ ଉଠି ପ୍ରଭୁଙ୍କ ଦୂତ ତାଙ୍କୁ ଯେପରି ଆଜ୍ଞା ଦେଇଥିଲେ, ସେହିପରି କଲେ ଓ ନିଜ ଭାର୍ଯ୍ୟାଙ୍କୁ ଗ୍ରହଣ କଲେ;

Viz kapitola kopírovat

ଓଡିଆ ବାଇବେଲ

24 ଏଥିରେ ଯୋଷେଫ ନିଦରୁ ଉଠି ପ୍ରଭୁଙ୍କ ଦୂତ ତାହାଙ୍କୁ ଯେପରି ଆଜ୍ଞା ଦେଇଥିଲେ, ସେହିପରି କଲେ ଓ ନିଜ ଭାର୍ଯ୍ୟାଙ୍କୁ ଗ୍ରହଣ କଲେ;

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

24 ଯୋସେଫଙ୍କ ନିଦ୍ରାଭଙ୍ଗ ହେବା ପରେ ସେ ସ୍ୱର୍ଗଦୂତଙ୍କ ନିର୍ଦ୍ଦେଶ ଅନୁଯାୟୀ କାର୍ଯ୍ୟ କଲେ। ସେ ମରିୟମଙ୍କୁ ବିବାହ କଲେ।

Viz kapitola kopírovat

ପବିତ୍ର ବାଇବଲ

24 ଯୋଷେଫ ନିଦରୁ ଉଠି ପ୍ରଭୁଙ୍କ ଦୂତ ତାହାଙ୍କୁ ଯେଉଁଭଳି ଆଦେଶ ଦେଲେ, ସେହିପରି କଲେ। ସେ ମରିୟମଙ୍କୁ ବିବାହ କଲେ।

Viz kapitola kopírovat




ମାଥିଉ 1:24

Následuj nás:

Reklamy


Reklamy