ମାଥିଉ 10:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ପୁଣି, ଯେ କେହି ତୁମ୍ଭମାନଙ୍କୁ ଗ୍ରହଣ କରିବ ନାହିଁ ଅବା ତୁମ୍ଭମାନଙ୍କ କଥା ଶୁଣିବ ନାହିଁ, ସେହି ଗୃହରୁ କିମ୍ବା ସେହି ନଗରରୁ ବାହାରିଯିବା ବେଳେ ତୁମ୍ଭମାନଙ୍କ ପାଦଧୂଳି ଝାଡ଼ିଦିଅ। Viz kapitolaପବିତ୍ର ବାଇବଲ (Re-edited) - (BSI)14 ପୁଣି, ଯେକେହି ତୁମ୍ଭମାନଙ୍କୁ ଗ୍ରହଣ କରିବ ନାହିଁ ଅବା ତୁମ୍ଭମାନଙ୍କ କଥା ଶୁଣିବ ନାହିଁ, ସେହି ଗୃହରୁ କିମ୍ଵା ସେହି ନଗରରୁ ବାହାରିଯିବା ବେଳେ ତୁମ୍ଭମାନଙ୍କ ପାଦଧୂଳି ଝାଡ଼ିଦିଅ। Viz kapitolaଓଡିଆ ବାଇବେଲ14 ପୁଣି, ଯେ କେହି ତୁମ୍ଭମାନଙ୍କୁ ଗ୍ରହଣ କରିବ ନାହିଁ ଅବା ତୁମ୍ଭମାନଙ୍କ କଥା ଶୁଣିବ ନାହିଁ, ସେହି ଗୃହରୁ କିମ୍ବା ସେହି ନଗରରୁ ବାହାରିଯିବା ବେଳେ ତୁମ୍ଭମାନଙ୍କ ପାଦଧୂଳି ଝାଡ଼ିଦିଅ । Viz kapitolaପବିତ୍ର ବାଇବଲ (CL) NT (BSI)14 ଯଦି କୌଣସି ଗୃହରେ ବା ସହରେ ତୁମକୁ ଲୋକେ ଗ୍ରହଣ କରନ୍ତି ନାହିଁ, ପାଦରୁ ଧୂଳି ଝାଡ଼ିଦେଇ ସେ ସ୍ଥାନ ପରିତ୍ୟାଗ କର। Viz kapitolaପବିତ୍ର ବାଇବଲ14 ଯଦି କେହିହେଲେ ତୁମ୍ଭର ସ୍ୱାଗତ କରୁ ନାହାନ୍ତି, କିମ୍ବା ତୁମ୍ଭର ଉପଦେଶ ଶୁଣୁ ନାହାନ୍ତି, ତେବେ ସେ ଘର ବା ନଗର ଛାଡ଼ିଦିଅ। ତୁମ୍ଭ ପାଦରେ ଲାଗିଥିବା ଧୂଳି ମଧ୍ୟ ସେହିଠାରେ ଝାଡ଼ିଦିଅ। Viz kapitola |