Online Bible

- Reklamy -




ମାଥିଉ 10:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ମାତ୍ର ମନୁଷ୍ୟମାନଙ୍କଠାରୁ ସାବଧାନ ହୋଇଥାଅ, କାରଣ ସେମାନେ ତୁମ୍ଭମାନଙ୍କୁ ବିଚାରସଭାମାନଙ୍କରେ ସମର୍ପଣ କରିବେ ଓ ସେମାନଙ୍କ ସମାଜଗୃହ ସମୂହରେ କୋରଡ଼ା ମାରିବେ,

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

17 ମାତ୍ର ମନୁଷ୍ୟମାନଙ୍କଠାରୁ ସାବଧାନ ହୋଇଥାଅ, କାରଣ ସେମାନେ ତୁମ୍ଭମାନଙ୍କୁ ବିଚାର ସଭାମାନଙ୍କରେ ସମର୍ପଣ କରିବେ ଓ ସେମାନଙ୍କ ସମାଜଗୃହସମୂହରେ କୋରଡ଼ା ମାରିବେ,

Viz kapitola kopírovat

ଓଡିଆ ବାଇବେଲ

17 ମାତ୍ର ମନୁଷ୍ୟମାନଙ୍କଠାରୁ ସାବଧାନ ହୋଇଥାଅ, କାରଣ ସେମାନେ ତୁମ୍ଭମାନଙ୍କୁ ବିଚାରସଭାମାନଙ୍କରେ ସମର୍ପଣ କରିବେ ଓ ସେମାନଙ୍କ ସମାଜଗୃହ ସମୂହରେ କୋରଡ଼ା ମାରିବେ,

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

17 ସଜାଗ ରୁହ-କାରଣ ଲୋକେ ତୁମ୍ଭମାନଙ୍କୁ ଗିରଫ କରି ବିଚାରାଳୟରକୁ ନେଇଯିବେ। ସମାଜ ଗୃହମାନଙ୍କରେ ସେମାନେ ତୁମକୁ ଚାବୁକ ମାରିବେ।

Viz kapitola kopírovat

ପବିତ୍ର ବାଇବଲ

17 କିନ୍ତୁ ଲୋକଙ୍କ ପ୍ରତି ସାବଧାନ ରୁହ। ତୁମ୍ଭକୁ ସେମାନେ ବାନ୍ଧି କରି ତାହାଙ୍କର ସ୍ଥାନୀୟ ବିଗ୍ଭରାଳୟ ହାତରେ ଦେଇଦେବେ ଓ ତାହାଙ୍କର ପ୍ରାର୍ଥନାଗୃହରେ ତୁମ୍ଭକୁ ଛାଟରେ ପିଟିବେ।

Viz kapitola kopírovat




ମାଥିଉ 10:17

Následuj nás:

Reklamy


Reklamy