Online Bible

- Reklamy -




ମାଥିଉ 10:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ଯେଣୁ ତୁମ୍ଭେମାନେ ବକ୍ତା ନୁହଁ, କିନ୍ତୁ ତୁମ୍ଭମାନଙ୍କ ପିତାଙ୍କ ଆତ୍ମା ଯେ କି ତୁମ୍ଭମାନଙ୍କ ଅନ୍ତରରେ କଥା କହନ୍ତି, ସେ ବକ୍ତା ଅଟନ୍ତି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

20 ଯେଣୁ ତୁମ୍ଭେମାନେ ବକ୍ତା ନୁହଁ, କିନ୍ତୁ ତୁମ୍ଭମାନଙ୍କ ପିତାଙ୍କ ଆତ୍ମା, ଯେ କି ତୁମ୍ଭମାନଙ୍କ ଅନ୍ତରରେ କଥା କହନ୍ତି, ସେ ବକ୍ତା ଅଟନ୍ତି।

Viz kapitola kopírovat

ଓଡିଆ ବାଇବେଲ

20 ଯେଣୁ ତୁମ୍ଭେମାନେ ବକ୍ତା ନୁହଁ, କିନ୍ତୁ ତୁମ୍ଭମାନଙ୍କ ପିତାଙ୍କ ଆତ୍ମା ଯେ କି ତୁମ୍ଭମାନଙ୍କ ଅନ୍ତରରେ କଥା କହନ୍ତି, ସେ ବକ୍ତା ଅଟନ୍ତି ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

20 ଠିକ୍ ସମୟରେ ତାହା ତୁମ୍ଭମାନଙ୍କୁ ଜଣାଇ ଦିଆଯିବ। କାରଣ ତୁମକୁ ନିଜେ କିଛି କହିବାକୁ ପଡ଼ିବ ନାହିଁ। ପିତା ଈଶ୍ୱରଙ୍କର ପବିତ୍ର ଆତ୍ମା ତୁମ ମୁଖଦେଇ କଥା କହିବେ।

Viz kapitola kopírovat

ପବିତ୍ର ବାଇବଲ

20 ମନେରଖ, କହିବା ଲୋକ କେବେ ହେଲେ ତୁମ୍ଭେ ନୁହଁ, ତୁମ୍ଭର ପରମପିତାଙ୍କ ଆତ୍ମା ହିଁ ତୁମ୍ଭ ଭିତରୁ କହିବେ।

Viz kapitola kopírovat




ମାଥିଉ 10:20

Následuj nás:

Reklamy


Reklamy