ମାଥିଉ 10:29 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT29 ଦୁଇଟି ଘରଚଟିଆ କଅଣ ଗୋଟିଏ ପଇସାରେ ବିକାଯାଆନ୍ତି ନାହିଁ? ଆଉ ତୁମ୍ଭମାନଙ୍କର ପିତାଙ୍କର ଅନୁମତି ବିନା ସେମାନଙ୍କ ମଧ୍ୟରୁ ଗୋଟିଏ ହେଲେ ତଳେ ପଡ଼େ ନାହିଁ; Viz kapitolaପବିତ୍ର ବାଇବଲ (Re-edited) - (BSI)29 ଦୁଇଟି ଘରଚଟିଆ କଅଣ ଗୋଟିଏ ପଇସାରେ ବିକାଯାଆନ୍ତି ନାହିଁ? ଆଉ, ତୁମ୍ଭମାନଙ୍କର ପିତାଙ୍କର ଅନୁମତି ବିନା ସେମାନଙ୍କ ମଧ୍ୟରୁ ଗୋଟିଏ ହେଲେ ତଳେ ପଡ଼େ ନାହିଁ; Viz kapitolaଓଡିଆ ବାଇବେଲ29 ଦୁଇଟି ଘରଚଟିଆ କ'ଣ ଗୋଟିଏ ପଇସାରେ ବିକାଯାଆନ୍ତି ନାହିଁ ? ଆଉ ତୁମ୍ଭମାନଙ୍କର ପିତାଙ୍କର ଅନୁମତି ବିନା ସେମାନଙ୍କ ମଧ୍ୟରୁ ଗୋଟିଏ ହେଲେ ତଳେ ପଡ଼େ ନାହିଁ; Viz kapitolaପବିତ୍ର ବାଇବଲ (CL) NT (BSI)29 ପଇସାଟିଏ ଦେଇ ଦୁଇଟି ଘର ଚଟିଆ କିଣି ପାରିବ, କିନ୍ତି ପିତା ଈଶ୍ୱରଙ୍କ ବିନାନୁମତିରେ ଗୋଟିଏ ଘର ଚଟିଆ ତଳେ ପଡ଼େ ନାହିଁ। Viz kapitolaପବିତ୍ର ବାଇବଲ29 ଗୋଟିଏ ପଇସା ମୂଲ୍ୟରେ ଦୁଇଟି ଘରଚଟିଆ ବିକ୍ରି ହୁଅନ୍ତି। କିନ୍ତୁ ତୁମ୍ଭ ପରମ-ପିତାଙ୍କ ବିନା ଅନୁମତିରେ ସେଥିରୁ ଗୋଟିଏ ହେଲେ ମଧ୍ୟ ତଳେ ପଡ଼ିବ ନାହିଁ। Viz kapitola |