ମାଥିଉ 10:32 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT32 “ଆଉ, ଯେ କେହି ଲୋକଙ୍କ ଆଗରେ ମୋତେ ସ୍ୱୀକାର କରିବ, ମୁଁ ମଧ୍ୟ ମୋହର ସ୍ୱର୍ଗସ୍ଥ ପିତାଙ୍କ ଆଗରେ ତାହାକୁ ସ୍ୱୀକାର କରିବି। Viz kapitolaପବିତ୍ର ବାଇବଲ (Re-edited) - (BSI)32 ଆଉ, ଯେ କେହି ଲୋକଙ୍କ ସାକ୍ଷାତରେ ମୋତେ ସ୍ଵୀକାର କରିବ, ମୁଁ ମଧ୍ୟ ମୋହର ସ୍ଵର୍ଗସ୍ଥ ପିତାଙ୍କ ସାକ୍ଷାତରେ ତାହାକୁ ସ୍ଵୀକାର କରିବି। Viz kapitolaଓଡିଆ ବାଇବେଲ32 ଆଉ, ଯେ କେହି ଲୋକଙ୍କ ଆଗରେ ମୋତେ ସ୍ୱୀକାର କରିବ, ମୁଁ ମଧ୍ୟ ମୋହର ସ୍ୱର୍ଗସ୍ଥ ପିତାଙ୍କ ଆଗରେ ତାହାକୁ ସ୍ୱୀକାର କରିବି । Viz kapitolaପବିତ୍ର ବାଇବଲ (CL) NT (BSI)32 “ଯେ କେହି ପ୍ରକାଶ୍ୟରେ ମୋତେ ପ୍ରଭୁ ବୋଲ ମୁଁ ସ୍ୱୀକାର କରେ, ମୋର ସ୍ୱର୍ଗସ୍ଥ ପିତାଙ୍କ ସମ୍ମୁଖରେ ତାକୁ ମୋର ଶିଷ୍ୟ ବୋଲି ମୁଁ ସ୍ୱୀକାର କରିବି। Viz kapitolaପବିତ୍ର ବାଇବଲ32 “ଯଦି କେହି ଲୋକ ସମସ୍ତଙ୍କ ଆଗରେ ଠିଆ ହୋଇ କୁହେ ଯେ, ସେ ମୋତେ ବିଶ୍ୱାସ କରେ ତେବେ ମୁଁ ମଧ୍ୟ ସ୍ୱର୍ଗରେ ରହୁଥିବା ମୋର ପରମପିତାଙ୍କ ଆଗରେ କହିବି ଯେ ସେ ମୋର ନିଜ ଲୋକ। Viz kapitola |