Online Bible

- Reklamy -




ମାଥିଉ 10:33 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

33 ମାତ୍ର ଯେ କେହି ଲୋକଙ୍କ ଆଗରେ ମୋତେ ଅସ୍ୱୀକାର କରିବ, ମୁଁ ମଧ୍ୟ ମୋହର ସ୍ୱର୍ଗସ୍ଥ ପିତାଙ୍କ ଆଗରେ ତାହାକୁ ଅସ୍ୱୀକାର କରିବି।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

33 ମାତ୍ର ଯେ କେହି ଲୋକଙ୍କ ସାକ୍ଷାତରେ ମୋତେ ଅସ୍ଵୀକାର କରିବ, ମୁଁ ମଧ୍ୟ ମୋହର ସ୍ଵର୍ଗସ୍ଥ ପିତାଙ୍କ ସାକ୍ଷାତରେ ତାହାକୁ ଅସ୍ଵୀକାର କରିବି।

Viz kapitola kopírovat

ଓଡିଆ ବାଇବେଲ

33 ମାତ୍ର ଯେ କେହି ଲୋକଙ୍କ ଆଗରେ ମୋତେ ଅସ୍ୱୀକାର କରିବ, ମୁଁ ମଧ୍ୟ ମୋହର ସ୍ୱର୍ଗସ୍ଥ ପିତାଙ୍କ ଆଗରେ ତାହାକୁ ଅସ୍ୱୀକାର କରିବି ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

33 କିନ୍ତୁ ଯେ କେହି ପ୍ରକାଶ୍ୟରେ ମେତେ ପ୍ରତ୍ୟାଖ୍ୟାନ କରେ, ତାକୁ ମୁଁ ମଧ୍ୟ ମୋ’ ପିତାଙ୍କ ସମ୍ମ୍ରୁେ ପ୍ରତ୍ୟାଖ୍ୟାନ କରିବି।

Viz kapitola kopírovat

ପବିତ୍ର ବାଇବଲ

33 କିନ୍ତୁ ଯେଉଁ ଲୋକ ସମସ୍ତଙ୍କ ଆଗରେ ଠିଆ ହୋଇ କୁହେ ଯେ ସେ ମୋତେ ବିଶ୍ୱାସ କରେ ନାହିଁ, ତେବେ ମୁଁ ମଧ୍ୟ ସ୍ୱର୍ଗରେ ରହୁଥିବା ମୋର ପରମପିତାଙ୍କ ଆଗରେ କହିବି ଯେ ସେ ଲୋକ ମୋ’ ନିଜ ଲୋକ ନୁହେଁ।

Viz kapitola kopírovat




ମାଥିଉ 10:33

Následuj nás:

Reklamy


Reklamy