ମାଥିଉ 10:35 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT35 କାରଣ ମୁଁ ‘ପିତାଙ୍କ ସହିତ ପୁତ୍ରର ଓ ମାତା ସହିତ କନ୍ୟାର ପୁଣି, ଶାଶୁ ସହିତ ବୋହୁର ବିରୋଧ ବଢ଼ାଇବାକୁ ଆସିଅଛି, Viz kapitolaପବିତ୍ର ବାଇବଲ (Re-edited) - (BSI)35 କାରଣ ମୁଁ ପିତା ସହିତ ପୁତ୍ରର ଓ ମାତା ସହିତ କନ୍ୟାର, ପୁଣି ଶାଶୁ ସହିତ ବୋହୁର ବିରୋଧ ଘଟାଇବାକୁ ଆସିଅଛି, Viz kapitolaଓଡିଆ ବାଇବେଲ35 କାରଣ ମୁଁ ପିତାଙ୍କ ସହିତ ପୁତ୍ରର ଓ ମାତା ସହିତ କନ୍ୟାର ପୁଣି, ଶାଶୁ ସହିତ ବୋହୁର ବିରୋଧ ବଢାଇବାକୁ ଆସିଅଛି, Viz kapitolaପବିତ୍ର ବାଇବଲ (CL) NT (BSI)35 ମୋ’ ଲାଘି ପୁଅ ବାପାର କରିବ, ଝିଅ ମାଆର ବିରୋଧ କରିବ ଏବଂ ଶାଶୁ ବିରୁଦ୍ଧରେ ବୋହୁ ବାହାରିବ। Viz kapitolaପବିତ୍ର ବାଇବଲ35 ଏପରି ଘଟଣା ଘଟେଇବା ପାଇଁ ମୁଁ ଆସିଛି: ‘ପୁଅ ତା’ ବାପା ବିରୁଦ୍ଧରେ, ଝିଅ ତା’ ମା ବିରୁଦ୍ଧରେ ଓ ବୋହୂ ତା ଶାଶୁ ବିରୁଦ୍ଧରେ ଠିଆ ହେବ। Viz kapitola |