ମାଥିଉ 10:38 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT38 ଆଉ ଯେ ଆପଣା କ୍ରୁଶ ନେଇ ମୋହର ଅନୁଗମନ ନ କରେ, ସେ ମୋହର ଯୋଗ୍ୟ ନୁହେଁ। Viz kapitolaପବିତ୍ର ବାଇବଲ (Re-edited) - (BSI)38 ଆଉ, ଯେ ଆପଣା କ୍ରୁଶ ନେଇ ମୋହର ଅନୁଗମନ ନ କରେ, ସେ ମୋହର ଯୋଗ୍ୟ ନୁହେଁ। Viz kapitolaଓଡିଆ ବାଇବେଲ38 ଆଉ ଯେ ଆପଣା କ୍ରୁଶ ନେଇ ମୋହର ଅନୁଗମନ ନ କରେ, ସେ ମୋହର ଯୋଗ୍ୟ ନୁହେଁ । Viz kapitolaପବିତ୍ର ବାଇବଲ (CL) NT (BSI)38 ଯେ କେହି ନିଜ କ୍ରୁଶ ବହନ କରି ମୋତେ ଅନୁସରଣ କରେ ନାହିଁ, ସେ ମୋହର ଶିଷ୍ୟ ହେବାକୁ ଯୋଗ୍ୟ ନୁହେଁ। Viz kapitolaପବିତ୍ର ବାଇବଲ38 ଯେଉଁ ଲୋକ ତାକୁ ଦିଆଯାଇଥିବା ଦୁଃଖ, କଷ୍ଟରୂପକ କ୍ରୁଶ ବୋହି ମୋର ଅନୁସରଣ କରେ ନାହିଁ, ସେ ମୋତେ ପାଇବାକୁ ଯୋଗ୍ୟ ନୁହେଁ। Viz kapitola |