ମାଥିଉ 10:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ପୀଡ଼ିତମାନଙ୍କୁ ସୁସ୍ଥ କର, ମୃତମାନଙ୍କୁ ଉଠାଅ, କୁଷ୍ଠରୋଗୀମାନଙ୍କୁ ଶୁଚି କର, ଭୂତମାନଙ୍କୁ ବାହାର କର। ତୁମ୍ଭେମାନେ ବିନାମୂଲ୍ୟରେ ପାଇଅଛ, ବିନାମୂଲ୍ୟରେ ଦାନ କର। Viz kapitolaପବିତ୍ର ବାଇବଲ (Re-edited) - (BSI)8 ପୀଡ଼ିତମାନଙ୍କୁ ସୁସ୍ଥ କର, ମୃତମାନଙ୍କୁ ଉଠାଅ, କୁଷ୍ଠୀମାନଙ୍କୁ ଶୁଚି କର, ଭୂତମାନଙ୍କୁ ଛଡ଼ାଅ। ତୁମ୍ଭେମାନେ ବିନାମୂଲ୍ୟରେ ପାଇଅଛ, ବିନାମୂଲ୍ୟରେ ଦାନ କର। Viz kapitolaଓଡିଆ ବାଇବେଲ8 ପୀଡ଼ିତମାନଙ୍କୁ ସୁସ୍ଥ କର, ମୃତମାନଙ୍କୁ ଉଠାଅ, କୁଷ୍ଠୀମାନଙ୍କୁ ଶୁଚି କର, ଭୂତମାନଙ୍କୁ ବାହାର କର। ତୁମ୍ଭେମାନେ ବିନାମୂଲ୍ୟରେ ପାଇଅଛ, ବିନାମୂଲ୍ୟରେ ଦାନ କର । Viz kapitolaପବିତ୍ର ବାଇବଲ (CL) NT (BSI)8 ବ୍ୟାଧିଗ୍ରସ୍ତ ଲୋକଙ୍କୁ ସୁସ୍ଥ କର, ମୃତବ୍ୟକ୍ତିମାନଙ୍କୁ ପୁନର୍ଜୀବିତ କର, କୁଷ୍ଟୀମାନଙ୍କୁ ରୋଗ ମୁକ୍ତ କର, ଗୂତ ଛଡ଼ାଅ। ଯାହା ବିନା ମୂଲ୍ୟରେ ପାଇଛ, ତାହା ଅନ୍ୟମାନଙ୍କୁ ବିନା ମୂଲ୍ୟରେ ଦାନ କର। Viz kapitolaପବିତ୍ର ବାଇବଲ8 ତୁମ୍ଭେ ରୋଗୀକୁ ସୁସ୍ଥ କର। ମୃତକୁ ପୁନର୍ଜୀବିତ କର, କୁଷ୍ଠରୋଗ ସୁସ୍ଥ କର, ଭୂତମାନଙ୍କୁ ତଡ଼ିଦିଅ। ତୁମ୍ଭେ ବିନାମୂଲ୍ୟରେ ଆଶୀର୍ବାଦ ଓ ଶକ୍ତି ପାଇଛ। ତେଣୁ ଅନ୍ୟକୁ ତାହା ବିନାମୂଲ୍ୟରେ ଦାନ କର। Viz kapitola |