ମାଥିଉ 11:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଯାହାଙ୍କ ବିଷୟରେ ଏହା ଲେଖାଅଛି, ‘ଦେଖ, ଆମ୍ଭେ ଆପଣା ଦୂତକୁ ତୁମ୍ଭ ଆଗରେ ପଠାଉଅଛୁ, ସେ ତୁମ୍ଭ ସମ୍ମୁଖରେ ତୁମ୍ଭର ପଥ ପ୍ରସ୍ତୁତ କରିବ, ଏ ସେହି ବ୍ୟକ୍ତି।’ Viz kapitolaପବିତ୍ର ବାଇବଲ (Re-edited) - (BSI)10 ଯାହାଙ୍କ ବିଷୟରେ ଏହା ଲେଖାଅଛି, ଦେଖ, ଆମ୍ଭେ ଆପଣା ଦୂତକୁ ତୁମ୍ଭ ଆଗରେ ପ୍ରେରଣ କରୁଅଛୁ, ସେ ତୁମ୍ଭ ସମ୍ମୁଖରେ ତୁମ୍ଭର ପଥ ପ୍ରସ୍ତୁତ କରିବ, ଏ ସେହି ବ୍ୟକ୍ତି। Viz kapitolaଓଡିଆ ବାଇବେଲ10 ଯାହାଙ୍କ ବିଷୟରେ ଏହା ଲେଖା ଅଛି, ଦେଖ, ଆମ୍ଭେ ଆପଣା ଦୂତକୁ ତୁମ୍ଭ ଆଗରେ ପଠାଉଅଛୁ, ସେ ତୁମ୍ଭ ସମ୍ମୁଖରେ ତୁମ୍ଭର ପଥ ପ୍ରସ୍ତୁତ କରିବ, ଏ ସେହି ବ୍ୟକ୍ତି । Viz kapitolaପବିତ୍ର ବାଇବଲ (CL) NT (BSI)10 କାରଣ ଏହି ଯୋହନଙ୍କ ବିଷୟରେ ଶାସ୍ତ୍ରରେ ଲେଖାଯାଇଛି, ‘ଈଶ୍ୱର କହିଲେ, ତୁମ ପାଇଁ ପଥ ପ୍ରସ୍ତୁତ କରିବାକୁ ମୁଁ ପଥମେ ମୋ’ ଦୂତକୁ ପଠାଇବି’। Viz kapitolaପବିତ୍ର ବାଇବଲ10 ଯୋହନଙ୍କ ବିଷୟରେ ଶାସ୍ତ୍ରରେ ଲେଖାଅଛି: ‘ଦେଖ, ମୁଁ ତୁମ୍ଭ ଆଗରୁ ମୋର ଜଣେ ଦୂତଙ୍କୁ ପଠାଉଛି। ସେ ତୁମ୍ଭ ପାଇଁ ରାସ୍ତା ପ୍ରସ୍ତୁତ କରିବେ।’ Viz kapitola |