ମାଥିଉ 11:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ‘ଆମ୍ଭେମାନେ ତୁମ୍ଭମାନଙ୍କ ପାଖରେ ବଂଶୀ ବଜାଇଲୁ, ତୁମ୍ଭେମାନେ ନାଚିଲ ନାହିଁ; ଆମ୍ଭେମାନେ ବିଳାପ କଲୁ, ତୁମ୍ଭେମାନେ ଛାତିରେ ମାରି ହେଲ ନାହିଁ ବର୍ତ୍ତମାନ ପୁରୁଷ ସେମାନଙ୍କ ପରି।’ Viz kapitolaପବିତ୍ର ବାଇବଲ (Re-edited) - (BSI)17 ଆମ୍ଭେମାନେ ତୁମ୍ଭମାନଙ୍କ ନିକଟରେ ବଂଶୀ ବଜାଇଲୁ, ତୁମ୍ଭେମାନେ ନାଚିଲ ନାହିଁ; ଆମ୍ଭେମାନେ ବିଳାପ କଲୁ, ତୁମ୍ଭେମାନେ ଛାତିରେ ମାରି ହେଲ ନାହିଁ, ବର୍ତ୍ତମାନ ପୁରୁଷ ସେମାନଙ୍କ ପରି। Viz kapitolaଓଡିଆ ବାଇବେଲ17 ଆମ୍ଭେମାନେ ତୁମ୍ଭମାନଙ୍କ ପାଖରେ ବଂଶୀ ବଜାଇଲୁ, ତୁମ୍ଭେମାନେ ନାଚିଲ ନାହିଁ; ଆମ୍ଭେମାନେ ବିଳାପ କଲୁ, ତୁମ୍ଭେମାନେ ଛାତିରେ ମାରି ହେଲ ନାହିଁ ବର୍ତ୍ତମାନ ପୁରୁଷ ସେମାନଙ୍କ ପରି । Viz kapitolaପବିତ୍ର ବାଇବଲ (CL) NT (BSI)17 ‘ଆମେ ବାହାଘରବାଜା ବଜାଇଲୁ, କିନ୍ତୁ ତୁମେ ନାଚିଲ ନାହିଁ। ଆମେ ଶୋକ ଗୀତ ଗାଇଲୁ, କିନ୍ତୁ ତୁମ୍ଭେମାନେ କାନ୍ଦିଲ ନାହିଁ।’ Viz kapitolaପବିତ୍ର ବାଇବଲ17 ‘ଆମ୍ଭେ ତୁମ୍ଭ ପାଇଁ ବଂଶୀ ବଜାଇଲୁ। କିନ୍ତୁ ତୁମ୍ଭେ ନାଚିଲ ନାହିଁ। ଆମ୍ଭେ ଶୋକ ଗୀତ ଗାଇଲୁ, କିନ୍ତୁ ତୁମ୍ଭେ ବିଳାପ କଲ ନାହିଁ।’ Viz kapitola |