ମାଥିଉ 11:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ସେତେବେଳେ ଯେଉଁ ଯେଉଁ ନଗରରେ ତାହାଙ୍କର ଅଧିକାଂଶ ଆଶ୍ଚର୍ଯ୍ୟର କାର୍ଯ୍ୟ କରାଯାଇଥିଲା, ସେହି ସେହି ନଗରକୁ ସେ ତିରସ୍କାର କରିବାକୁ ଲାଗିଲେ, କାରଣ ସେମାନେ ମନ-ପରିବର୍ତ୍ତନ କରି ନ ଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)20 ସେତେବେଳେ ଯେଉଁ ଯେଉଁ ନଗରରେ ତାହାଙ୍କର ଅଧିକାଂଶ ଶକ୍ତିର କାର୍ଯ୍ୟ କରାଯାଇଥିଲା, ସେହି ସେହି ନଗରକୁ ସେ ତିରସ୍କାର କରିବାକୁ ଲାଗିଲେ, କାରଣ ସେମାନେ ମନ ପରିବର୍ତ୍ତନ କରି ନ ଥିଲେ। Viz kapitolaଓଡିଆ ବାଇବେଲ20 ସେତେବେଳେ ଯେଉଁ ଯେଉଁ ନଗରରେ ତାହାଙ୍କର ଅଧିକାଂଶ ଆଶ୍ଚର୍ଯ୍ୟର କାର୍ଯ୍ୟ କରାଯାଇଥିଲା, ସେହି ସେହି ନଗରକୁ ସେ ତିରସ୍କାର କରିବାକୁ ଲାଗିଲେ, କାରଣ ସେମାନେ ମନ ପରିବର୍ତ୍ତନ କରି ନ ଥିଲେ । Viz kapitolaପବିତ୍ର ବାଇବଲ (CL) NT (BSI)20 ଯେଉଁ ସହରଗୁଡ଼ିକରେ ଯୀଶଉ ତାଙ୍କର ଅଧିକାଂଶ ଅଲୌକିକ କାର୍ଯ୍ୟ କରିଥଲେ, ସେ ଅଞ୍ଚଳର ଲୋକେ ସେମାନଙ୍କ ପାପ ପାଇଁ ଅନୁତାପ ନ କରିବାର ଦେଖି, ଯୀଶୁ ସେହି ସହରଗୁଡ଼ିକୁ ତିରସ୍କାର କରି କହିଲେ, Viz kapitolaପବିତ୍ର ବାଇବଲ20 ସେତେବେଳେ ଯୀଶୁ ଯେଉଁ ନଗରମାନଙ୍କରେ ଅଧିକାଂଶ ଆଶ୍ଚର୍ଯ୍ୟ କାର୍ଯ୍ୟଗୁଡ଼ିକ କରିଥିଲେ, ସେହି ନଗରଗୁଡ଼ିକୁ ତିରସ୍କାର କଲେ। କାରଣ ସେଠାକାର ଲୋକେ ନିଜ ପାପ ପାଇଁ ଅନୁତାପ କରି ହୃଦୟ ପରିବର୍ତ୍ତନ କରି ନ ଥିଲେ, କି ପାପ କରିବା ଛାଡ଼ି ନ ଥିଲେ, Viz kapitola |