Online Bible

- Reklamy -




ମାଥିଉ 11:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ତଥାପି ମୁଁ ତୁମ୍ଭମାନଙ୍କୁ କହୁଅଛି, ବିଚାର ଦିନରେ ତୋର ଦଶା ଅପେକ୍ଷା ସଦୋମ ଦେଶର ଦଶା ସହନୀୟ ହେବ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

24 ତଥାପି ମୁଁ ତୁମ୍ଭମାନଙ୍କୁ କହୁଅଛି, ବିଚାର-ଦିନରେ ତୋହର ଦଶା ଅପେକ୍ଷା ସଦୋମ ଦେଶର ଦଶା ସହନୀୟ ହେବ।

Viz kapitola kopírovat

ଓଡିଆ ବାଇବେଲ

24 ତଥାପି ମୁଁ ତୁମ୍ଭମାନଙ୍କୁ କହିଅଛି, ବିଚାର ଦିନରେ ତୋର ଦଶା ଅପେକ୍ଷା ସଦୋମ ଦେଶର ଦଶା ସହନୀୟ ହେବ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

24 ”ଈଶ୍ୱର ବିଚାର ଦିନରେ ତୁମଠାରୁ ସଦୋମ ପ୍ରତି ଅଧିକ ଦୟା ଦେଖାଇବେ।”

Viz kapitola kopírovat

ପବିତ୍ର ବାଇବଲ

24 କିନ୍ତୁ ମୁଁ ତୁମ୍ଭକୁ କହୁଛି ଯେ, ନ୍ୟାୟ ହେବା ଦିନ ତୋର ଦଶା ସଦୋମର ଦଶା ଅପେକ୍ଷା ଅଧିକ ଖରାପ ହେବ।”

Viz kapitola kopírovat




ମାଥିଉ 11:24

Následuj nás:

Reklamy


Reklamy