ମାଥିଉ 11:27 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ମୋହର ପିତାଙ୍କ କର୍ତ୍ତୃକ ସମସ୍ତ ବିଷୟ ମୋʼ ଠାରେ ସମର୍ପିତ ହୋଇଅଛି, ଆଉ ପୁତ୍ରଙ୍କୁ କେହି ଜାଣେ ନାହିଁ, କେବଳ ପିତା ଜାଣନ୍ତି, ପୁଣି, ପିତାଙ୍କୁ କେହି ଜାଣେ ନାହିଁ, କେବଳ ପୁତ୍ର ଜାଣନ୍ତି, ଆଉ ପୁତ୍ର ଯାହା ପାଖରେ ତାହାଙ୍କୁ ପ୍ରକାଶ କରିବାକୁ ଇଚ୍ଛା କରନ୍ତି, ସେ ଜାଣେ। Viz kapitolaପବିତ୍ର ବାଇବଲ (Re-edited) - (BSI)27 ମୋହର ପିତାଙ୍କ କର୍ତ୍ତୃକ ସମସ୍ତ ବିଷୟ ମୋʼଠାରେ ସମର୍ପିତ ହୋଇଅଛି, ଆଉ ପୁତ୍ରଙ୍କୁ କେହି ଜାଣେ ନାହିଁ, କେବଳ ପିତା ଜାଣନ୍ତି, ପୁଣି ପିତାଙ୍କୁ କେହି ଜାଣେ ନାହିଁ, କେବଳ ପୁତ୍ର ଜାଣନ୍ତି, ଆଉ ପୁତ୍ର ଯାହା ନିକଟରେ ତାହାଙ୍କୁ ପ୍ରକାଶ କରିବାକୁ ଇଚ୍ଛା କରନ୍ତି, ସେ ଜାଣେ। Viz kapitolaଓଡିଆ ବାଇବେଲ27 ମୋର ପିତାଙ୍କ କର୍ତ୍ତୃକ ସମସ୍ତ ବିଷୟ ମୋ'ବିଷୟ ମୋଠାରେ ସମର୍ପିତ ହୋଇଅଛି, ଆଉ ପୁତ୍ରଙ୍କୁ କେହି ଜାଣେ ନାହିଁ କେବଳ ପିତା ଜାଣନ୍ତି, ପୁଣି, ପିତାଙ୍କୁ କେହି ଜାଣେ ନାହିଁ, କେବଳ ପୁତ୍ର ଜାଣନ୍ତି ଆଉ ପୁତ୍ର ଯାହା ପାଖରେ ତାହାଙ୍କୁ ପ୍ରକାଶ କରିବାକୁ ଇଚ୍ଛା କରନ୍ତି, ସେ ଜାଣେ । Viz kapitolaପବିତ୍ର ବାଇବଲ (CL) NT (BSI)27 “ମୋ’ ନିତା ମୋତେ ସବୁକିଛି ଦାନ କରିଛନ୍ତି। ପିତାଙ୍କ ଛଡ଼ଶ ପୁତ୍ରଙ୍କୁ ଆଉ କେହି ଜାଣିନ୍ତି ନାହିଁ। ପୁତ୍ର ଯେଉଁମାନଙ୍କ ନିକଟରେ ପିତାଙ୍କୁ ପ୍ରକାଶ କରିବେ, କେବଳ ସେହିମାନେ ପିତାଙ୍କୁ ଜାଣି ପାରିବେ। Viz kapitolaପବିତ୍ର ବାଇବଲ27 “ମୋର ପରମପିତା ମୋତେ ସବୁକିଛ ଦେଇଛନ୍ତି। ପରମପିତାଙ୍କ ଛଡ଼ା ପୁତ୍ରଙ୍କୁ ଅନ୍ୟକେହି ଜାଣି ନାହାନ୍ତି। ପୁତ୍ରଙ୍କ ଛଡ଼ା କେହି ପରମପିତାଙ୍କୁ ପ୍ରକୃତରେ ଜାଣି ନାହାନ୍ତି। ଆଉ ପୁତ୍ର ଯେଉଁମାନଙ୍କୁ ମନୋନୀତ କରିବେ, ସେହିମାନେ କେବଳ ପରମପିତାଙ୍କ ନିକଟରେ ପ୍ରକାଶିତ ହେବେ। Viz kapitola |