Online Bible

- Reklamy -




ମାଥିଉ 11:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ତାହାହେଲେ ତୁମ୍ଭେମାନେ କଅଣ ଦେଖିବା ପାଇଁ ବାହାରିଯାଇଥିଲ? କଅଣ ସୂକ୍ଷ୍ମ ବସ୍ତ୍ର ପିନ୍ଧିଥିବା ଜଣେ ବ୍ୟକ୍ତିଙ୍କୁ? ଦେଖ, ଯେଉଁମାନେ ସୂକ୍ଷ୍ମ ବସ୍ତ୍ର ପିନ୍ଧନ୍ତି, ସେମାନେ ରାଜପ୍ରାସାଦରେ ଥାଆନ୍ତି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

8 ତାହା ନ ହେଲେ ତୁମ୍ଭେମାନେ କଅଣ ଦେଖିବା ପାଇଁ ବାହାରିଯାଇଥିଲ? କଅଣ ସୂକ୍ଷ୍ମ ବସ୍ତ୍ର ପରିହିତ ଜଣେ ବ୍ୟକ୍ତିଙ୍କି? ଦେଖ, ଯେଉଁମାନେ ସୂକ୍ଷ୍ମ ବସ୍ତ୍ର ପରିଧାନ କରନ୍ତି, ସେମାନେ ରାଜବାଟୀରେ ଥାଆନ୍ତି।

Viz kapitola kopírovat

ଓଡିଆ ବାଇବେଲ

8 ତାହାହେଲେ ତୁମ୍ଭେମାନେ କ'ଣ ଦେଖିବା ପାଇଁ ବାହାରିଯାଇଥିଲ ? କ'ଣ ସୂକ୍ଷ୍ମ ପୋଷାକ ପିନ୍ଧିଥିବା ଜଣେ ବ୍ୟକ୍ତିଙ୍କୁ ? ଦେଖ, ଯେଉଁମାନେ ସୂକ୍ଷ୍ମ ପୋଷାକ ପିନ୍ଧନ୍ତି, ସେମାନେ ରାଜାଙ୍କ ଘରରେ ଥାଆନ୍ତି ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

8 କାହାକୁ ଦେଖିବାକୁ ଯାଇଥିଲେ? ସୌଖୀପ ପୋଷାକ ପିନ୍ଧିଥିବା ଲୋକମାରେ ରାଜପ୍ରସାଦରେ ରହନ୍ତି।

Viz kapitola kopírovat

ପବିତ୍ର ବାଇବଲ

8 ତେବେ କ’ଣ ଦେଖିବାକୁ ତୁମ୍ଭେ ଆସିଥିଲ? କ’ଣ ଉତ୍ତମ ପୋଷାକ ପିନ୍ଧିଥିବା କୌଣସି ବ୍ୟକ୍ତିଙ୍କୁ? ତା’ ନୁହେଁ! ଉତ୍ତମ ପୋଷାକ ପିନ୍ଧୁଥିବା ଲୋକଙ୍କୁ ତୁମ୍ଭେ ରାଜଭବନରେ ପାଇ ପାରିବ।

Viz kapitola kopírovat




ମାଥିଉ 11:8

Následuj nás:

Reklamy


Reklamy