ମାଥିଉ 11:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ତାହା ନ ହେଲେ କି ନିମନ୍ତେ ବାହାରିଯାଇଥିଲ? କଅଣ ଜଣେ ଭାବବାଦୀଙ୍କୁ ଦେଖିବାକୁ? ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଭାବବାଦୀଙ୍କ ଅପେକ୍ଷା ଅଧିକ ଶ୍ରେଷ୍ଠ ବ୍ୟକ୍ତିଙ୍କୁ; Viz kapitolaପବିତ୍ର ବାଇବଲ (Re-edited) - (BSI)9 ତାହା ନ ହେଲେ କି ନିମନ୍ତେ ବାହାରିଯାଇଥିଲ? କଅଣ ଜଣେ ଭାବବାଦୀଙ୍କି ଦେଖିବାକୁ? ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଭାବବାଦୀଙ୍କ ଅପେକ୍ଷା ଅଧିକ ଶ୍ରେଷ୍ଠ ବ୍ୟକ୍ତିଙ୍କି; Viz kapitolaଓଡିଆ ବାଇବେଲ9 ତାହା ନ ହେଲେ କି ନିମନ୍ତେ ବାହାରିଯାଇଥିଲ ? କ'ଣ ଜଣେ ଭାବବାଦୀଙ୍କୁ ଦେଖିବାକୁ ? ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଭାବବାଦୀଙ୍କ ଅପେକ୍ଷା ଅଧିକ ଶ୍ରେଷ୍ଠ ବ୍ୟକ୍ତିଙ୍କି; Viz kapitolaପବିତ୍ର ବାଇବଲ (CL) NT (BSI)9 ମୋତେ କୁହ, କ’ଣ ଦେଖିବାକୁ ଯାଇଥିଲ। ଜଣେ ଭାବବାଦୀଙ୍କୁ? ତା’ତ ନିଶ୍ଚୟ, କିନ୍ତୁ ଭାବବାଦୀଠାରୁ ଜଣେ ଅଧିକମହାନ ଲେଶକଙ୍କ ଦେଖା ପାଇଛ। Viz kapitolaପବିତ୍ର ବାଇବଲ9 ତେବେ କ’ଣ ଦେଖିବାକୁ ତୁମ୍ଭେ ଆସିଥିଲ? କ’ଣ କୌଣସି ଭବିଷ୍ୟଦ୍ବକ୍ତାଙ୍କୁ? ହଁ, ମୁଁ ତୁମ୍ଭକୁ କହୁଛି ଯେ ଯାହାକୁ ତୁମ୍ଭେ ଦେଖିଛ ସେ ଭବିଷ୍ୟଦ୍ବକ୍ତାଙ୍କଠାରୁ ମଧ୍ୟ ଆହୁରି ବଡ଼। Viz kapitola |