ମାଥିଉ 12:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଆଉ ଦେଖ, ସେଠାରେ ଜଣେ ଲୋକ ଥିଲା, ତାହାର ଗୋଟିଏ ହାତ ଶୁଖିଯାଇଥିଲା। ପୁଣି, ସେମାନେ ତାହାଙ୍କ ବିରୁଦ୍ଧରେ ଅଭିଯୋଗ କରିବା ଉଦ୍ଦେଶ୍ୟରେ ତାହାଙ୍କୁ ପଚାରିଲେ, ବିଶ୍ରାମବାର ଦିନରେ ସୁସ୍ଥ କରିବା କଅଣ ବିଧିସଙ୍ଗତ? Viz kapitolaପବିତ୍ର ବାଇବଲ (Re-edited) - (BSI)10 ଆଉ ଦେଖ, ସେଠାରେ ଜଣେ ଲୋକ ଥିଲା, ତାହାର ଗୋଟିଏ ହାତ ଶୁଖିଯାଇଥିଲା। ପୁଣି, ସେମାନେ ତାହାଙ୍କ ବିରୁଦ୍ଧରେ ଅଭିଯୋଗ କରିବା ଉଦ୍ଦେଶ୍ୟରେ ତାହାଙ୍କୁ ପଚାରିଲେ, ବିଶ୍ରାମବାରରେ ସୁସ୍ଥ କରିବା କଅଣ ବିଧିସଙ୍ଗତ? Viz kapitolaଓଡିଆ ବାଇବେଲ10 ଆଉ ଦେଖ, ସେଠାରେ ଜଣେ ଲୋକ ଥିଲା, ତାହାର ଗୋଟିଏ ହାତ ଶୁଖିଯାଇଥିଲା । ପୁଣି, ସେମାନେ ତାହାଙ୍କ ବିରୁଦ୍ଧରେ ଅଭିଯୋଗ କରିବା ଉଦ୍ଦେଶ୍ୟରେ ତାହାଙ୍କୁ ପଚାରିଲେ, ବିଶ୍ରାମବାରରେ ସୁସ୍ଥ କରିବା କ'ଣ ବିଧିସଙ୍ଗତ ? Viz kapitolaପବିତ୍ର ବାଇବଲ (CL) NT (BSI)10 ଗୋଟିଏ ହାତ ଅଜଳ ହୋଇଥିବା ଜଣେ ଲୋକ ସେଠାରେ ଥିଲା। ଯୀଶୁଙ୍କ ଦୋଷ ଧରିବା ପାଇଁ ଦଳେ ଲୋକ ସେଠାରେ ଜଗି ରହିଥିଲେ। ସେମାନେ ଯୀଶୁଙ୍କୁ ପଚାରିଲେ, “ବିଶ୍ରାମ ବାରରେ ସୁସ୍ଥ କରିବା ଆମ ଶାସ୍ତ୍ର ବିରୁଦ୍ଧ ପୁହେଁ କି?” Viz kapitolaପବିତ୍ର ବାଇବଲ10 ସେଠାରେ ଥିବା ଗୋଟିଏ ଲୋକର ହାତ ଶୁଖି ଯାଇଥିଲା। ସେଠାରେ ଥିବା କେତେକ ଯିହୂଦୀ ଯୀଶୁଙ୍କ ଉପରେ ଦୋଷାରୋପ କରିବା ପାଇଁ ସୁଯୋଗ ଖୋଜୁଥିଲେ। ସେମାନେ ତାହାଙ୍କୁ ପଗ୍ଭରିଲେ, “ମୋଶାଙ୍କ ନିୟମ ଅନୁସାରେ ବିଶ୍ରାମ ଦିବସରେ କାହାରିକୁ ଭଲ କରିଦେବା କ’ଣ ବିଧିସଙ୍ଗତ?” Viz kapitola |