ମାଥିଉ 12:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ସେତେବେଳେ ସେ ସେହି ଲୋକଙ୍କୁ କହିଲେ, ତୁମ୍ଭର ହାତ ବଢ଼ାଅ।” ସେଥିରେ ସେ ହାତ ବଢ଼ାଇଲା ଓ ତାହା ଅନ୍ୟ ହାତ ପରି ପୁଣି, ଭଲ ହୋଇଗଲା। Viz kapitolaପବିତ୍ର ବାଇବଲ (Re-edited) - (BSI)13 ସେତେବେଳେ ସେ ସେହି ଲୋକକୁ କହିଲେ, ତୁମ୍ଭର ହାତ ବଢ଼ାଅ। ସେଥିରେ ସେ ହାତ ବଢ଼ାଇଲା, ଆଉ ତାହା ଅନ୍ୟ ହାତ ପରି ପୁଣି ଭଲ ହୋଇଗଲା। Viz kapitolaଓଡିଆ ବାଇବେଲ13 ସେତେବେଳେ ସେ ସେହି ଲୋକଙ୍କୁ କହିଲେ, ତୁମ୍ଭର ହାତ ବଢ଼ାଅ । ସେଥିରେ ସେ ହାତ ବଢ଼ାଇଲା ଓ ତାହା ଅନ୍ୟ ହାତ ପରି ପୁଣି, ଭଲ ହୋଇଗଲା । Viz kapitolaପବିତ୍ର ବାଇବଲ (CL) NT (BSI)13 ଏହା କହି ସେ ହାତ ଅଚଳ ହୋଇଥିବା ଲୋଟିକୁ କହିଲେ, “ହାତ ସଳଖ କର।” ଲୋକଟି ହାତ ସଳଖ କରିବାକ୍ଷଣି ସେହି ହାତଟି ଅନ୍ୟ ହାତ ପରି ସୁସ୍ଥ ହୋଇଗଲା। Viz kapitolaପବିତ୍ର ବାଇବଲ13 ତା'ପରେ ଯୀଶୁ ସେହି ଲୋକଟିକୁ କହିଲେ, “ତୁମ୍ଭ ହାତ ମୋତେ ଦେଖାଅ।” ଲୋକଟି ଯୀଶୁଙ୍କୁ ହାତ ଦେଖାଇବା ପାଇଁ ଆଗକୁ ବଢ଼େଇ ଦେଲା। ତା'ର ସେହି ଶୁଖି ଯାଇଥିବା ହାତଟି ସମ୍ପୂର୍ଣ୍ଣ ଭଲ ହୋଇଗଲା। ଏହି ହାତଟି ତା'ର ଅନ୍ୟ ହାତ ଭଳି ହୋଇଗଲା। Viz kapitola |