ମାଥିଉ 12:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଯୀଶୁ ତାହା ଜାଣି ସେଠାରୁ ଅଲଗା ହୋଇ ବାହାରିଗଲେ, ପୁଣି, ଅନେକେ ତାହାଙ୍କ ପଛେ ପଛେ ଗଲେ, ଆଉ ସେ ସମସ୍ତଙ୍କୁ ସୁସ୍ଥ କଲେ Viz kapitolaପବିତ୍ର ବାଇବଲ (Re-edited) - (BSI)15 ଯୀଶୁ ତାହା ଜାଣି ସେଠାରୁ ଅନ୍ତର ହୋଇ ବାହାରିଗଲେ, ପୁଣି ଅନେକେ ତାହାଙ୍କ ପଛେ ପଛେ ଗଲେ, ଆଉ ସେ ସମସ୍ତଙ୍କୁ ସୁସ୍ଥ କଲେ Viz kapitolaଓଡିଆ ବାଇବେଲ15 ଯୀଶୁ ତାହା ଜାଣି ସେଠାରୁ ଅଲଗା ହୋଇ ବାହାରିଗଲେ, ପୁଣି, ଅନେକେ ତାହାଙ୍କ ପଛେ ପଛେ ଗଲେ, ଆଉ ସେ ସମସ୍ତଙ୍କୁ ସୁସ୍ଥ କଲେ Viz kapitolaପବିତ୍ର ବାଇବଲ (CL) NT (BSI)15 ତାଙ୍କ ବିରୁଦ୍ଧରେ ହେଉଥିବା ଷଡ଼ଯନ୍ତ୍ର କଥା ଶୁଣି ଯୀଶଉ ସେ ଅଞ୍ଚଳ ଛାଡ଼ି ଅନ୍ୟଆଡ଼େ ଚାଲିଗଲେ। କିନ୍ତୁ ଅନେକ ଲେଶକ ତାଙକ ପଛେ ପଛେ ଗଲେ। Viz kapitolaପବିତ୍ର ବାଇବଲ15 ଯୀଶୁ ଏ କଥା ଜାଣିପାରି ସେ ଜାଗା ଛାଡ଼ି ଗ୍ଭଲିଗଲେ। ବହୁତ ଲୋକ ତାହାଙ୍କୁ ଅନୁସରଣ କଲେ। ଯୀଶୁ ସମସ୍ତ ରୋଗୀଙ୍କୁ ସୁସ୍ଥ କରିଦେଲେ। Viz kapitola |