Online Bible

- Reklamy -




ମାଥିଉ 12:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ନ୍ୟାୟକୁ ଜୟଯୁକ୍ତ ନ କରିବା ପର୍ଯ୍ୟନ୍ତ ସେ ଛେଚା-ନଳ ଭାଙ୍ଗିବେ ନାହିଁ, ପୁଣି, ସଧୂମ ସଳିତା ଲିଭାଇବେ ନାହିଁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

20 ନ୍ୟାୟକୁ ଜୟଯୁକ୍ତ ନ କରିବା ପର୍ଯ୍ୟନ୍ତ ସେ ଛେଚା ନଳ ଭାଙ୍ଗିବେ ନାହିଁ, ପୁଣି ସଧୂମ ସଳିତା ଲିଭାଇବେ ନାହିଁ।

Viz kapitola kopírovat

ଓଡିଆ ବାଇବେଲ

20 ନ୍ୟାୟକୁ ଜୟଯୁକ୍ତ ନ କରିବା ପର୍ଯ୍ୟନ୍ତ ସେ ଛେଚା ନଳ ଭାଙ୍ଗିବେ ନାହିଁ, ପୁଣି, ସଧୂମ ସଳିତା ଲିଭାଇବେ ନାହିଁ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

20 ଦୁର୍ବଳମାନଙ୍କ ପ୍ରତି ସେ କୋମଳ ବ୍ୟବହାର କରିବ ଏବଂ ଅସହାୟମାନଙ୍କୁ ଦୟା କରିବ। ନ୍ୟାୟ ପ୍ରତିଷ୍ଠିତ ହେବା ପର୍ଯ୍ୟନ୍ତ ସେ ତା’ ସାଧନାରୁ ନିବୃତ୍ତ ହେବ ନାହିଁ।

Viz kapitola kopírovat

ପବିତ୍ର ବାଇବଲ

20 ନଇଁ ପଡ଼ିଥିବା ଛେଗ୍ଭନଳର କାଣ୍ଡଟି ସେ ଭାଙ୍ଗିବେ ନାହିଁ କି ଲିଭି ଆସୁଥିବା ଦୀପଟିକୁ ସେ ଲିଭେଇବେ ନାହିଁ। ନ୍ୟାୟର ବିଜୟ ନ ହେବା ପର୍ଯ୍ୟନ୍ତ ସେ ଅଟଳ ରହିବେ।

Viz kapitola kopírovat




ମାଥିଉ 12:20

Následuj nás:

Reklamy


Reklamy