ମାଥିଉ 12:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ପୁଣି, ଲୋକସମୂହ ଆଚମ୍ଭିତ ହୋଇ କହିବାକୁ ଲାଗିଲେ ଏ କଅଣ ଦାଉଦଙ୍କ ସନ୍ତାନ ନୁହଁନ୍ତି? Viz kapitolaପବିତ୍ର ବାଇବଲ (Re-edited) - (BSI)23 ପୁଣି, ଲୋକସମୂହ ଆଚମ୍ଵିତ ହୋଇ କହିବାକୁ ଲାଗିଲେ, ଏ କଅଣ ସେହି ଦାଉଦ-ସନ୍ତାନ ନୁହନ୍ତି? Viz kapitolaଓଡିଆ ବାଇବେଲ23 ପୁଣି, ଲୋକସମୂହ ଆଚମ୍ଭିତ ହୋଇ କହିବାକୁ ଲାଗିଲେ ଏ କ'ଣ ଦାଉଦ ସନ୍ତାନ ନୁହଁନ୍ତି ? Viz kapitolaପବିତ୍ର ବାଇବଲ (CL) NT (BSI)23 ଯୀଶୁଙ୍କର ଏହି କାର୍ଯ୍ୟରେ ଲୋକେ ବିସ୍ମିତ ହୋଇ ପ୍ରଶ୍ନ କଲେ, “ଏ କ’ଣ ସେହି ଦାଉଦ-ବଂଶଜ?” Viz kapitolaପବିତ୍ର ବାଇବଲ23 ଜମା ହୋଇଥିବା ଲୋକେ ଏହା ଦେଖି ଆଶ୍ଚର୍ଯ୍ୟ ହୋଇଗଲେ, ସେମାନେ କୁହାକୁହି ହେଲେ, “ଆମ୍ଭ ପାଖକୁ ପରମେଶ୍ୱର ଯାହାଙ୍କୁ ପଠାଇବେ ବୋଲି ପ୍ରତିଜ୍ଞା କରିଥିଲେ, ଏ ହୁଏତ ସେହି ଦାଉଦଙ୍କ ପୁତ୍ର ଅଟନ୍ତି?” Viz kapitola |