Online Bible

- Reklamy -




ମାଥିଉ 12:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ମାତ୍ର ଫାରୂଶୀମାନେ ତାହା ଶୁଣି କହିଲେ, ଏ ଲୋକଟା ଭୂତପତି ବାଲ୍‌ଜିବୂଲ୍‍ର ବିନା ସାହାଯ୍ୟରେ ଭୂତ ଛଡ଼ାଏ ନାହିଁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

24 ମାତ୍ର ଫାରୂଶୀମାନେ ତାହା ଶୁଣି କହିଲେ, ଏ ଲୋକଟା ଭୂତପତି ବାଆଲ୍ଜିବୂଲ୍ର ବିନା ସାହାଯ୍ୟରେ ଭୂତ ଛଡ଼ାଏ ନାହିଁ।

Viz kapitola kopírovat

ଓଡିଆ ବାଇବେଲ

24 ମାତ୍ର ଫାରୂଶୀମାନେ ତାହା ଶୁଣି କହିଲେ, ଏ ଲୋକଟା ଭୂତ ପରି ବାଲ୍‌ଜିବୂଲ୍‍ର ବିନା ସାହାଯ୍ୟରେ ଭୂତ ଛଡ଼ାଏ ନାହିଁ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

24 ଫାରୁଶୀମାନେ ଏହାଶଉଣି କହିଲେ, “ସେ ପ୍ରେତପତି ବାଆଲଜିବୂଲଠାରୁ ଶକ୍ତି ପାଇ ଭୂତ ଛଡ଼ାଉଛି।”

Viz kapitola kopírovat

ପବିତ୍ର ବାଇବଲ

24 ମାତ୍ର ଫାରୂଶୀମାନେ ଲୋକଙ୍କର ଏହି କଥା ଶୁଣି କହିଲେ, “ଯୀଶୁ ଭୂତମାନଙ୍କ ଶାସକ ବାଆ‌‌‌ଲ୍‌ଜିବୂଲ୍ର ସାହାଯ୍ୟରେ ଭୂତମାନଙ୍କୁ ଛଡ଼ାନ୍ତି।”

Viz kapitola kopírovat




ମାଥିଉ 12:24

Následuj nás:

Reklamy


Reklamy