ମାଥିଉ 12:31 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT31 ଅତଏବ, ମୁଁ ତୁମ୍ଭମାନଙ୍କୁ କହୁଅଛି, ମନୁଷ୍ୟମାନଙ୍କର ସମସ୍ତ ପାପ ଓ ନିନ୍ଦା କ୍ଷମା କରାଯିବ, କିନ୍ତୁ ପବିତ୍ର ଆତ୍ମାଙ୍କ ବିରୁଦ୍ଧରେ ନିନ୍ଦା କ୍ଷମା କରାଯିବ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)31 ଅତଏବ, ମୁଁ ତୁମ୍ଭମାନଙ୍କୁ କହୁଅଛି, ମନୁଷ୍ୟମାନଙ୍କର ସମସ୍ତ ପାପ ଓ ନିନ୍ଦା କ୍ଷମା କରାଯିବ, କିନ୍ତୁ ଆତ୍ମାଙ୍କ ବିରୁଦ୍ଧରେ ନିନ୍ଦା କ୍ଷମା କରାଯିବ ନାହିଁ। Viz kapitolaଓଡିଆ ବାଇବେଲ31 ଅତଏବ, ମୁଁ ତୁମ୍ଭମାନଙ୍କୁ କହୁଅଛି, ମନୁଷ୍ୟମାନଙ୍କର ସମସ୍ତ ପାପ ଓ ନିନ୍ଦା କ୍ଷମା କରାଯିବ, କିନ୍ତୁ ଆତ୍ମାଙ୍କ ବିରୁଦ୍ଧରେ ନିନ୍ଦା କ୍ଷମା କରାଯିବ ନାହିଁ । Viz kapitolaପବିତ୍ର ବାଇବଲ (CL) NT (BSI)31 ଅତଏବ ମୁଁ ତୁମ୍ଭମାନଙ୍କୁ କହୁଛି, ମନୁଷ୍ୟ ଯେ କୌଣସି ପାପ କରୁ ବା ଅସତ୍ କଥା କହୁ, ସେଥିପାଇଁ ତାକୁ କ୍ଷମା ଦିଆଯାଇପାରେ। କିନ୍ତୁ ଯଦି କେହି ପବିତ୍ରାତ୍ମାଙ୍କ ବିରୁଦ୍ଧରେ କିଛି କହେ, ତା’ର କ୍ଷମା ନାହିଁ। Viz kapitolaପବିତ୍ର ବାଇବଲ31 ତେଣୁ ମୁଁ ତୁମ୍ଭକୁ କହୁଛି ଯେ, ଲୋକେ ଯେଉଁସବୁ ପାପ କରୁଛନ୍ତି ତାହା କ୍ଷମା କରି ଦିଆଯିବ। ଲୋକମାନେ ଯେଉଁସବୁ ଖରାପ କଥା କହୁଛନ୍ତି, ତାହା କ୍ଷମା କରି ଦିଆଯିବ। କିନ୍ତୁ ପବିତ୍ରଆତ୍ମାଙ୍କ ବିରୁଦ୍ଧରେ ନିନ୍ଦା କଲେ କ୍ଷମା କରାଯାଇ ପାରିବନି। Viz kapitola |