ମାଥିଉ 12:36 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT36 କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି ମନୁଷ୍ୟମାନେ ଯେକୌଣସି ଅସାର କଥା କହନ୍ତି, ବିଚାର ଦିନରେ ସେମାନେ ସେଥିର ଉତ୍ତର ଦେବେ; Viz kapitolaପବିତ୍ର ବାଇବଲ (Re-edited) - (BSI)36 କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ମନୁଷ୍ୟମାନେ ଯେକୌଣସି ଅସାର କଥା କହନ୍ତି, ବିଚାର-ଦିନରେ ସେମାନେ ସେଥିର ଉତ୍ତର ଦେବେ; Viz kapitolaଓଡିଆ ବାଇବେଲ36 କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି ମନୁଷ୍ୟମାନେ ଯେକୌଣସି ଅସାର କଥା କହନ୍ତି, ବିଚାର ଦିନରେ ସେମାନେ ସେଥିର ଉତ୍ତର ଦେବେ; Viz kapitolaପବିତ୍ର ବାଇବଲ (CL) NT (BSI)36 “ତୁମେ କହିଥିବା ପ୍ରତ୍ୟେକ ଅସାର କଥା ପାଇଁ ବିଚାର ଦିନରେ ତୁମକୁ କୈଫିୟତ୍ ଦେବାକୁ ପଡ଼ିବ। Viz kapitolaପବିତ୍ର ବାଇବଲ36 କିନ୍ତୁ ମୁଁ ତୁମ୍ଭକୁ କହିଛି ଲୋକମାନେ ଅଜାଗ୍ରତ ଭାବରେ କିଛି କହିଥିବା ପ୍ରତ୍ୟେକ ଶବ୍ଦପାଇଁ ବିଗ୍ଭର ଦିନରେ ସେମାନଙ୍କୁ ଉତ୍ତର ଦେବାକୁ ହେବ। Viz kapitola |