Online Bible

- Reklamy -




ମାଥିଉ 12:38 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

38 ସେତେବେଳେ ଶାସ୍ତ୍ରୀ ଓ ଫାରୂଶୀମାନଙ୍କ ମଧ୍ୟରୁ କେତେକ ଜଣ ତାହାଙ୍କୁ ଉତ୍ତର ଦେଲେ ହେ ଗୁରୁ, ଆମ୍ଭେମାନେ ଆପଣଙ୍କଠାରୁ ଗୋଟିଏ ଚିହ୍ନ ଦେଖିବାକୁ ଇଚ୍ଛା କରୁଅଛୁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

38 ସେତେବେଳେ ଶାସ୍ତ୍ରୀ ଓ ଫାରୂଶୀମାନଙ୍କ ମଧ୍ୟରୁ କେତେକ ଜଣ ତାହାଙ୍କୁ ଉତ୍ତର ଦେଲେ, ହେ ଗୁରୁ, ଆମ୍ଭେମାନେ ଆପଣଙ୍କଠାରୁ ଗୋଟିଏ ଚିହ୍ନ ଦେଖିବାକୁ ଇଚ୍ଛା କରୁଅଛୁ।

Viz kapitola kopírovat

ଓଡିଆ ବାଇବେଲ

38 ସେତେବେଳେ ଶାସ୍ତ୍ରୀ ଓ ଫାରୂଶୀମାନଙ୍କ ମଧ୍ୟରୁ କେତେକ ଜଣ ତାହାଙ୍କୁ ଉତ୍ତର ଦେଲେ ହେ ଗୁରୁ, ଆମ୍ଭେମାନେ ଆପଣଙ୍କଠାରୁ ଗୋଟିଏ ଚିହ୍ନ ଦେଖିବାକୁ ଇଚ୍ଛା କରୁଅଛୁ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

38 ଦିନେ କେତେକ ଫାରୁଶୀ ଓ ଧର୍ମଗୁରୁ ଯୀଶଉଙ୍କୁ କହିଲେ, “ଗୁରୁ, ଆପଣଙ୍କର ଗୋଟିଏ ଅଲୌକିକ କାର୍ଯ୍ୟ ଦେଖିବାକୁ ଆମେ ଚାହୁଁଛୁ।”

Viz kapitola kopírovat

ପବିତ୍ର ବାଇବଲ

38 ତା'ପରେ ଯିହୂଦୀ ଧର୍ମଶାସ୍ତ୍ରୀ ଓ ଫାରୂଶୀମାନଙ୍କ ଭିତରୁ କେତେକ ଯୀଶୁଙ୍କୁ କହିଲେ, “ଗୁରୁ, ତୁମ୍ଭେ ଆମ୍ଭକୁ ଚିହ୍ନ ସ୍ୱରୂପ ଆଶ୍ଚର୍ଯ୍ୟକାର୍ଯ୍ୟଟିଏ ଦେଖାଅ।”

Viz kapitola kopírovat




ମାଥିଉ 12:38

Následuj nás:

Reklamy


Reklamy