Online Bible

- Reklamy -




ମାଥିଉ 12:39 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

39 କିନ୍ତୁ ସେ ସେମାନଙ୍କୁ ଉତ୍ତର ଦେଲେ, “ଦୁଷ୍ଟ ଓ ବ୍ୟଭିଚାରୀ ବଂଶ ଚିହ୍ନ ଅନ୍ୱେଷଣ କରନ୍ତି, ମାତ୍ର ଭାବବାଦୀ ଯୂନସଙ୍କ ଚିହ୍ନ ବିନା ଅନ୍ୟ କୌଣସି ଚିହ୍ନ ସେମାନଙ୍କୁ ଦିଆଯିବ ନାହିଁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

39 କିନ୍ତୁ ସେ ସେମାନଙ୍କୁ ଉତ୍ତର ଦେଲେ, ଦୁଷ୍ଟ ଓ ବ୍ୟଭିଚାରୀ ବଂଶ ଚିହ୍ନ ଅନ୍ଵେଷଣ କରନ୍ତି, ମାତ୍ର ଭାବବାଦୀ ଯୂନସଙ୍କ ଚିହ୍ନ ବିନା ଅନ୍ୟ କୌଣସି ଚିହ୍ନ ସେମାନଙ୍କୁ ଦିଆଯିବ ନାହିଁ।

Viz kapitola kopírovat

ଓଡିଆ ବାଇବେଲ

39 କିନ୍ତୁ ସେ ସେମାନଙ୍କୁ ଉତ୍ତର ଦେଲେ, ଦୁଷ୍ଟ ଓ ବ୍ୟଭିଚାରୀ ବଂଶ ଚିହ୍ନ ଅନ୍ୱେଷଣ କରନ୍ତି, ମାତ୍ର ଭାବବାଦୀ ଯୂନସଙ୍କ ଚିହ୍ନ ବିନା ଅନ୍ୟ କୌଣସି ଚିହ୍ନ ସେମାନଙ୍କୁ ଦିଆଯିବ ନାହିଁ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

39 ଯୀଶଉ ବିସ୍ମୟ ପ୍ରକାଶ କରି କହିଲେ, “ଏ ଯୁଗର ଲୋକମାନେ କେଡ଼େ ଦୁଷ୍ଟ ଓ ଈଶ୍ୱର ଅବିଶ୍ୱାସୀ। ତୁମ୍ଭେମାନେ ମୋତେ ଗୋଟିଏ ଆଶ୍ଚର୍ଯ୍ୟ କର୍ମ ଦେଖାଇବାକୁ କହୁଛ? କେବଳ ଭାବବାଦୀ ଯୂପସଙ୍କ ଜୀବନରେ ଘଟିଥିବା ଆଶ୍ଚର୍ଯ୍ୟ କର୍ମ ହିଁ ତୁମ୍ଭମାନଙ୍କୁ ଦେଖାଇ ଦିଆଯିବ।

Viz kapitola kopírovat

ପବିତ୍ର ବାଇବଲ

39 ଯୀଶୁ କହିଲେ, “ମନ୍ଦ ଓ ପାପୀ ଲୋକମାନେ ପ୍ରମାଣ ପାଇଁ ଆଶ୍ଚର୍ଯ୍ୟକାର୍ଯ୍ୟ ଦେଖିବାକୁ ଗ୍ଭହାନ୍ତି। କିନ୍ତୁ ତାହାଙ୍କୁ କୌଣସି ପ୍ରମାଣ ଦେଖାଇ ଦିଆ ଯିବ ନାହିଁ। କେବଳ ଭବିଷ୍ୟ‌‌‌‌‌‌‌ଦ୍‌‌ବକ୍ତା ଯୂନସଙ୍କ କ୍ଷେତ୍ରରେ ଘଟିଥିବା ଆଶ୍ଚର୍ଯ୍ୟକାର୍ଯ୍ୟ ହିଁ ସେମାନଙ୍କ ପାଇଁ ଏକମାତ୍ର ଚିହ୍ନ ହେବ।

Viz kapitola kopírovat




ମାଥିଉ 12:39

Následuj nás:

Reklamy


Reklamy