ମାଥିଉ 12:40 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT40 କାରଣ ଯୂନସ ଯେପରି ତିନି ଦିନ ଓ ତିନି ରାତି ଏକ ବୃହତ୍ ମତ୍ସ୍ୟର ପେଟରେ ଥିଲେ, ମନୁଷ୍ୟପୁତ୍ର ସେହିପରି ତିନି ଦିନ ଓ ତିନି ରାତି ଭୂଗର୍ଭରେ ରହିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)40 କାରଣ ଯୂନସ ଯେପରି ତିନି ଦିନ ଓ ତିନି ରାତ୍ରି ବୃହତ୍ ମତ୍ସ୍ୟ ଉଦରରେ ଥିଲେ, ମନୁଷ୍ୟପୁତ୍ର ସେହିପରି ତିନି ଦିନ ଓ ତିନି ରାତ୍ରି ଭୂଗର୍ଭରେ ରହିବେ। Viz kapitolaଓଡିଆ ବାଇବେଲ40 କାରଣ ଯୂନସ ଯେପରି ତିନି ଦିନ ଓ ତିନି ରାତି ଏକ ବଡ଼ ମାଛର ପେଟରେ ଥିଲେ, ମନୁଷ୍ୟପୁତ୍ର ସେହିପରି ତିନି ଦିନ ଓ ତିନି ରାତି ଭୂଗର୍ଭରେ ରହିବେ । Viz kapitolaପବିତ୍ର ବାଇବଲ (CL) NT (BSI)40 “ଯୁନସ ଯେପରି ମାଛ ପେଟରେ ତିନି ଦିନ ଓ ତିନି ରାତି ରହିଥିଲେ, ସେହିପରି ମନୁଷ୍ୟପୁତ୍ର ମଧ୍ୟ ଭୂଗର୍ଭରେ ତିନି ଦିନ ଓ ତିନି ରାତି ଅତିବାହିତ କରିବେ। Viz kapitolaପବିତ୍ର ବାଇବଲ40 ଯୂନସ ସମୁଦ୍ରର ଗୋଟିଏ ବଡ଼ ମାଛ ପେଟରେ ତିନି ଦିନ ଓ ତିନିରାତି ଥିଲେ। ସେହିପରି ମନୁଷ୍ୟପୁତ୍ର ତିନି ଦିନ ଓ ତିନିରାତି କବର ଭିତରେ ରହିବେ। Viz kapitola |