Online Bible

- Reklamy -




ମାଥିଉ 12:44 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

44 ସେଥିରେ ସେ କୁହେ, ମୁଁ ଯେଉଁ ଘରୁ ବାହାରି ଆସିଲି, ମୋହର ସେହି ଘରକୁ ଫେରିଯିବି; ପୁଣି, ସେ ଆସି ତାହା ଶୂନ୍ୟ, ମାର୍ଜିତ ଓ ସୁଶୋଭିତ ଦେଖେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

44 ସେଥିରେ ସେ କୁହେ, ମୁଁ ଯେଉଁ ଘରୁ ବାହାରି ଆସିଥିଲି, ମୋର ସେହି ଘରକୁ ବାହୁଡ଼ିଯିବି; ପୁଣି, ସେ ଆସି ତାହା ଶୂନ୍ୟ, ମାର୍ଜିତ ଓ ସୁଶୋଭିତ ଦେଖେ।

Viz kapitola kopírovat

ଓଡିଆ ବାଇବେଲ

44 ସେଥିରେ ସେ କୁହେ, ମୁଁ ଯେଉଁ ଘରୁ ବାହାରି ଆସିଲି, ମୋହର ସେହି ଘରକୁ ଫେରିଯିବି; ପୁଣି, ସେ ଆସି ତାହା ଶୂନ୍ୟ, ମାର୍ଜିତ ଓ ସୁଶୋଭିତ ଦେଖେ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

44 ତା’ ନ ଉଚ୍ଛା କରେ। ଯଦି ଫେରିଯାଇ ଦେଖେ, ସେହି ଘର ସଫାସୁତ୍ରୁରା ହୋଇ ଖଶଲି ପଡ଼ିଛି,

Viz kapitola kopírovat

ପବିତ୍ର ବାଇବଲ

44 ସେତେବେଳେ ସେ କୁହେ, ‘ମୁଁ ମୋର ଯେଉଁ ପୁରୁଣା ଘର ଛାଡ଼ି ଗ୍ଭଲି ଆସିଛି, ପୁଣି ସେଠାକୁ ଫେରିଯିବି।’ ସେ ପୁଣି ଫେରି ଆସେ, ସେ ଦେଖେ ସେପର୍ଯ୍ୟନ୍ତ ମଧ୍ୟ ଘରଟି ଖାଲି ଅଛି। ସଫା ଅଛି ଏବଂ ସବୁ ଠି‌କ୍‌ଠା‌କ୍‌ ଅଛି। ତା'ପରେ ସେ ଯାଏ ଓ ତା'ଠାରୁ ଅଧିକ ଖରାପ ଆଉ ସାତୋଟା ଭୂତଙ୍କୁ ଡାକିଆଣେ।

Viz kapitola kopírovat




ମାଥିଉ 12:44

Následuj nás:

Reklamy


Reklamy