Online Bible

- Reklamy -




ମାଥିଉ 12:46 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

46 ସେ ଲୋକସମୂହକୁ କଥା କହୁଥିବା ସମୟରେ, ଦେଖ, ତାହାଙ୍କ ମାଆ ଓ ଭାଇମାନେ ବାହାରେ ଠିଆ ହୋଇ ତାହାଙ୍କ ସାଙ୍ଗରେ କଥା କହିବାକୁ ଇଚ୍ଛା କରୁଥିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

46 ଯୀଶୁ ଲୋକସମୂହକୁ କଥା କହୁଥିବା ସମୟରେ, ଦେଖ, ତାହାଙ୍କ ମା ଓ ଭାଇମାନେ ବାହାରେ ଠିଆ ହୋଇ ତାହାଙ୍କ ସାଙ୍ଗରେ କଥା କହିବାକୁ ଇଚ୍ଛା କରୁଥିଲେ।

Viz kapitola kopírovat

ଓଡିଆ ବାଇବେଲ

46 ସେ ଲୋକସମୂହକୁ କଥା କହୁଥିବା ସମୟରେ, ଦେଖ, ତାହାଙ୍କ ମାଁ ଓ ଭାଇମାନେ ବାହାରେ ଠିଆ ହୋଇ ତାହାଙ୍କ ସାଙ୍ଗରେ କଥା କହିବାକୁ ଇଚ୍ଛା କରୁଥିଲେ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

46 ଯୀଶୁ ଲୋକମାନଙ୍କ ସହିତ କଥାବାର୍ତ୍ତା ହେବାବେଳେ ତାଙ୍କ ମାଆ ଓ ଭାଇମାନେ ସେହି ସ୍ଥାନରେ ପହଞ୍ଚି ତାଙ୍କୁ କିଛି କହତବା ପାଇଁ ବାହାରେ ଅପେକ୍ଷା କରି ତାଙ୍କୁ ଡକାଇଲେ।

Viz kapitola kopírovat

ପବିତ୍ର ବାଇବଲ

46 ଯୀଶୁ ଯେତେବେଳେ ଏହିସବୁ କଥା ସେଠାରେ ଜମା ହୋଇଥିବା ଲୋକମାନଙ୍କୁ କହୁଥିଲେ, ସେତେବେଳେ ତାହାଙ୍କ ମା ଏବଂ ଭାଇ ଆସି ବାହାରେ ଠିଆ ହେଲେ। ସେମାନେ ଯୀଶୁଙ୍କ ସାଙ୍ଗରେ କଥାବାର୍ତ୍ତା କରିବା ପାଇଁ ଗ୍ଭହୁଁଥିଲେ।

Viz kapitola kopírovat




ମାଥିଉ 12:46

Následuj nás:

Reklamy


Reklamy