ମାଥିଉ 12:47 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT47 ସେଥିରେ ଜଣେ ତାହାଙ୍କୁ କହିଲା, ଦେଖନ୍ତୁ, ଆପଣଙ୍କ ମାଆ ଓ ଭାଇମାନେ ବାହାରେ ଠିଆ ହୋଇ ଆପଣଙ୍କ ସାଙ୍ଗରେ କଥା କହିବାକୁ ଇଚ୍ଛା କରୁଅଛନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)47 ସେଥିରେ ଜଣେ ତାହାଙ୍କୁ କହିଲା, ଦେଖନ୍ତୁ, ଆପଣଙ୍କ ମା ଓ ଭାଇମାନେ ବାହାରେ ଠିଆ ହୋଇ ଆପଣଙ୍କ ସାଙ୍ଗରେ କଥା କହିବାକୁ ଇଚ୍ଛା କରୁଅଛନ୍ତି। Viz kapitolaଓଡିଆ ବାଇବେଲ47 ସେଥିରେ ଜଣେ ତାହାଙ୍କୁ କହିଲା, ଦେଖନ୍ତୁ, ଆପଣଙ୍କ ମାଁ ଓ ଭାଇମାନେ ବାହାରେ ଠିଆ ହୋଇ ଆପଣଙ୍କ ସାଙ୍ଗରେ କଥା କହିବାକୁ ଇଚ୍ଛା କରୁଅଛନ୍ତି । Viz kapitolaପବିତ୍ର ବାଇବଲ (CL) NT (BSI)47 ଜଣେ ଲୋକ ଆସି ଯୀଶୁଙ୍କୁ କହିଲା, “ଦେଖନ୍ତୁ, ଆପଣଙ୍କ ମାଆ ଓ ଭାଇମାନେ ଆପଣଙ୍କ ପାଇଁ ବାହାରେ ଅପେକ୍ଷା କରିଛନ୍ତି।” Viz kapitolaପବିତ୍ର ବାଇବଲ47 ଜଣେ କେହି ଯୀଶୁଙ୍କୁ କହିଲେ, “ତୁମ୍ଭର ମା ଏବଂ ଭାଇମାନେ ବାହାରେ ଅପେକ୍ଷା କରିଛନ୍ତି। ସେମାନେ ତୁମ୍ଭ ସହିତ କଥାବାର୍ତ୍ତା ହେବାକୁ ଗ୍ଭହୁଁଛନ୍ତି।” Viz kapitola |