Online Bible

- Reklamy -




ମାଥିଉ 12:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 କିନ୍ତୁ ଆମ୍ଭେ ବଳିଦାନ ଭଲ ନ ପାଇ ଦୟା ଭଲ ପାଉ, ଏ ଉକ୍ତିର ଅର୍ଥ ଯେବେ ଜାଣିଥାଆନ୍ତ, ତେବେ ଏହି ନିର୍ଦ୍ଦୋଷ ଲୋକଙ୍କୁ ଦୋଷୀ କରି ନ ଥାଆନ୍ତ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

7 କିନ୍ତୁ ଆମ୍ଭେ ବଳିଦାନ ଭଲ ନ ପାଇ ଦୟା ଭଲ ପାଉ, ଏ ଉକ୍ତିର ମର୍ମ ଯେବେ ଜାଣିଥାଆନ୍ତ, ତେବେ ଏହି ନିର୍ଦ୍ଦୋଷ ଲୋକଙ୍କୁ ଦୋଷୀ କରି ନ ଥାଆ;।

Viz kapitola kopírovat

ଓଡିଆ ବାଇବେଲ

7 କିନ୍ତୁ ଆମ୍ଭେ ବଳିଦାନ ଭଲ ନ ପାଇ ଦୟା ଭଲ ପାଉ, ଏ ଉକ୍ତିର ଅର୍ଥ ଯେବେ ଜାଣିଥାନ୍ତ, ତେବେ ଏହି ନିର୍ଦ୍ଦୋଷ ଲୋକଙ୍କୁ ଦୋଷୀ କରି ନ ଥାଆନ୍ତ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

7 ”ଶାସ୍ତ୍ର କହେ, ‘ମୁଁ ଚାହେଁ ଦୟା, ବଳିଦାନ ନ୍;ହଁ; ଏ କଥାର ଅର୍ଥ ଯଦି ପ୍ରକୃତରେ ବୁଝିଥ।।ନ୍ତି, ଏହି ନିର୍ଦ୍ଧାଷ ଲୋକମାନଙ୍କୁ ତୁମ୍ଭେମାନେ ଦୋଷୀ କରନ୍ତି ନାହିଁ।

Viz kapitola kopírovat

ପବିତ୍ର ବାଇବଲ

7 ଶାସ୍ତ୍ରକହେ, ‘ମୁଁ ଲୋକମାନଙ୍କ ମଧ୍ୟରେ ଦୟା ଗ୍ଭହେଁ, କିନ୍ତୁ ପଶୁବଳି ଗ୍ଭହେଁ ନାହିଁ।’ ତୁମ୍ଭେ ପ୍ରକୃତରେ ଏହାର ଅର୍ଥ ବୁଝି ନାହଁ। ଯଦି ବୁଝି ଥାଆନ୍ତ, ତେବେ ଏହି ନିର୍ଦ୍ଦୋଷ ଲୋକମାନଙ୍କୁ ନିନ୍ଦା କରନ୍ତ ନାହିଁ।

Viz kapitola kopírovat




ମାଥିଉ 12:7

Následuj nás:

Reklamy


Reklamy