ମାଥିଉ 13:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ସେ ଉତ୍ତର ଦେଲେ, “କାରଣ ସ୍ୱର୍ଗରାଜ୍ୟର ନିଗୂଢ଼ ତତ୍ତ୍ୱସମୂହ ଜାଣିବା ନିମନ୍ତେ ତୁମ୍ଭମାନଙ୍କୁ ଶକ୍ତି ଦିଆଯାଇଅଛି, କିନ୍ତୁ ସେମାନଙ୍କୁ ଦିଆଯାଇନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)11 ଯୀଶୁ ଉତ୍ତର ଦେଲେ, କାରଣ ସ୍ଵର୍ଗରାଜ୍ୟର ନିଗୂଢ଼ ତତ୍ତ୍ଵସମୂହ ଜାଣିବା ନିମନ୍ତେ ତୁମ୍ଭମାନଙ୍କୁ ଶକ୍ତି ଦିଆଯାଇଅଛି, କିନ୍ତୁ ସେମାନଙ୍କୁ ଦିଆଯାଇ ନାହିଁ। Viz kapitolaଓଡିଆ ବାଇବେଲ11 ସେ ଉତ୍ତର ଦେଲେ, କାରଣ ସ୍ୱର୍ଗରାଜ୍ୟର ନିଗୂଢ଼ ତତ୍ତ୍ୱସମୂହ ଜାଣିବା ନିମନ୍ତେ ତୁମ୍ଭମାନଙ୍କୁ ଶକ୍ତି ଦିଆଯାଇଅଛି, କିନ୍ତୁ ସେମାନଙ୍କୁ ଦିଆଯାଇ ନାହିଁ । Viz kapitolaପବିତ୍ର ବାଇବଲ (CL) NT (BSI)11 ଯୀଶୁ ଉତ୍ତର ଦେଲେ, “ସ୍ୱର୍ଗରାଜ୍ୟର ରହସ୍ୟ ବୁଛିବା ପାଇଁ ତୁମ୍ଭେମାନେ ଜ୍ଞାନ ପାଇଛ-ସେମାନେ ପାଇ ନାହାନ୍ତି। Viz kapitolaପବିତ୍ର ବାଇବଲ11 ଯୀଶୁ କହିଲେ, “ସ୍ୱର୍ଗରାଜ୍ୟର ନିଗୂଢ଼ ସତ୍ୟ ଜାଣିବା ପାଇଁ କେବଳ ତୁମ୍ଭମାନଙ୍କୁ ଅଧିକାର ମିଳିଛି। ଏ ଅଧିକାର ସେମାନଙ୍କୁ ଦିଆଯାଇ ନାହିଁ। Viz kapitola |