Online Bible

- Reklamy -




ମାଥିଉ 13:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ‘ସେମାନେ ଦେଖୁ ଦେଖୁ ଦେଖନ୍ତି ନାହିଁ ଓ ଶୁଣୁ ଶୁଣୁ ଶୁଣନ୍ତି ନାହିଁ କି ବୁଝନ୍ତି ନାହିଁ; ଏଣୁ ମୁଁ ସେମାନଙ୍କୁ ଦୃଷ୍ଟାନ୍ତ ଦ୍ୱାରା କଥା କହୁଅଛି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

13 ସେମାନେ ଦେଖୁ ଦେଖୁ ଦେଖନ୍ତି ନାହିଁ ଓ ଶୁଣୁ ଶୁଣୁ ଶୁଣନ୍ତି ନାହିଁ କି ବୁଝନ୍ତି ନାହିଁ; ଏଣୁ ମୁଁ ସେମାନଙ୍କୁ ଦୃଷ୍ଟାନ୍ତ ଦ୍ଵାରା କଥା କହୁଅଛି।

Viz kapitola kopírovat

ଓଡିଆ ବାଇବେଲ

13 ସେମାନେ ଦେଖୁ ଦେଖୁ ଦେଖନ୍ତି ନାହିଁ ଓ ଶୁଣୁ ଶୁଣୁ ଶୁଣନ୍ତି ନାହିଁ କି ବୁଝନ୍ତି ନାହିଁ; ଏଣୁ ମୁଁ ସେମାନଙ୍କୁ ଦୃଷ୍ଟାନ୍ତ ଦ୍ୱାରା କଥା କହୁଅଛି ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

13 ସେମାନଙ୍କୁ ମୁଁ ଗଳ୍ପ ଛଳରେ ଶଇକ୍ଷା ଦେଉଛି। କାରଣ ସେମାନେ ଚାହିଁ ରହିଥାଆନ୍ତି, କିନ୍ତୁ କିଛି ଖେି ପାରନ୍ତି ନାହିଁ; ଶୁଣୁ ଥାଆନ୍ତି, କିନ୍ତୁ ବୁଛିନ୍ତି ନାହିଁ।

Viz kapitola kopírovat

ପବିତ୍ର ବାଇବଲ

13 ସେଇଥିପାଇଁ ମୁଁ ସେମାନଙ୍କୁ କାହାଣୀ ମାଧ୍ୟମରେ ଉପଦେଶ ଦେଉଛି। କାରଣ ସେମାନେ ଚେଷ୍ଟା କଲେ ମଧ୍ୟ ପ୍ରକୃତରେ କିଛି ବୁଝିପାରନ୍ତି ନାହିଁ।

Viz kapitola kopírovat




ମାଥିଉ 13:13

Následuj nás:

Reklamy


Reklamy