ମାଥିଉ 13:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 କିନ୍ତୁ ଯେ ବାକ୍ୟ ଶୁଣି ବୁଝେ ଓ ପ୍ରକୃତରେ ଫଳ ଫଳେ, କେହି ଶହେ ଗୁଣ, କେହି ଷାଠିଏ ଗୁଣ, କେହି ତିରିଶ ଗୁଣ, ସେହି ଜଣକ ବୁଣାଯାଇଥିବା ଉତ୍ତମ ଭୂମି ସଦୃଶ।” Viz kapitolaପବିତ୍ର ବାଇବଲ (Re-edited) - (BSI)23 କିନ୍ତୁ ଯେ ବାକ୍ୟ ଶୁଣି ବୁଝେ ଓ ପ୍ରକୃତରେ ଫଳ ଫଳେ, କେହି ଶହେ ଗୁଣ, କେହି ଷାଠିଏ ଗୁଣ, କେହି ତିରିଶ ଗୁଣ, ସେହି ଜଣକ ବୁଣାଯାଇଥିବା ଉତ୍ତମ ଭୂମି ସଦୃଶ। Viz kapitolaଓଡିଆ ବାଇବେଲ23 କିନ୍ତୁ ଯେ ବାକ୍ୟ ଶୁଣି ବୁଝେ ଓ ପ୍ରକୃତରେ ଫଳ ଫଳେ, କେହି ଶହେ ଗୁଣ, କେହି ଷାଠିଏ ଗୁଣ, କେହି ତିରିଶିି ଗୁଣ, ସେହି ଜଣକ ବୁଣାଯାଇଥିବା ଉତ୍ତମ ଭୂମି ସଦୃଶ । Viz kapitolaପବିତ୍ର ବାଇବଲ (CL) NT (BSI)23 ଯେଉଁମାନେ ବାର୍ତ୍ତା ଶୁଣଇ ବୁଝନ୍ତି, ଭଲ ଜମିରେ କଡ଼ିଥିବା ବିହନ ପରି ତାହାର ସୁଫଳ ଲାଭ ଜମିରେ ପଡ଼ିଥିବା ବିହନ ପରି ତାହାର ସୁଫଳ ଲାଭ କରନ୍ତି। କେହି ପାଏ ଶହେ ଗୁଣ, କେହି ଷାଠିଏ ଗୁଣ ଓ କେହି ତିରିଶ ଗୁଣ।” ବାଳୁଙ୍ଗା ଦୃଷ୍ଟାନ୍ତ କଥା Viz kapitolaପବିତ୍ର ବାଇବଲ23 “ଭଲ ମାଟି ଉପରେ ପଡ଼ିଥିବା ବୀଜର ଅର୍ଥ କ’ଣ? ସେହି ଲୋକ ଭଳି ସେ ସୁସମାଗ୍ଭର ଶୁଣେ ଓ ତାକୁ ବୁଝିପାରେ। ସେ ଲୋକ ସଫଳ ହୁଏ। ସେହି ସଫଳତା ବେଳେବେଳେ ଶହେ ଗୁଣ, ଷାଠିଏ ଗୁଣ ଓ ତିରିଶ୍ ଗୁଣ ପର୍ଯ୍ୟନ୍ତ ମିଳିଥାଏ।” Viz kapitola |