ମାଥିଉ 13:32 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT32 ତାହା ତ ସବୁ ବୀଜଠାରୁ କ୍ଷୁଦ୍ର, ମାତ୍ର ତାହା ବଢ଼ିଲେ ସବୁ ଶାକଠାରୁ ବଡ଼ ହୋଇ ଏପରି ଗଛ ହୁଏ ଯେ, ଆକାଶର ଚଢ଼େଇମାନେ ଆସି ତାହାର ଡାଳରେ ବାସ କରନ୍ତି।” Viz kapitolaପବିତ୍ର ବାଇବଲ (Re-edited) - (BSI)32 ତାହା ତ ସବୁ ବୀଜଠାରୁ କ୍ଷୁଦ୍ର, ମାତ୍ର ତାହା ବଢ଼ିଲେ ସବୁ ଶାଗଠାରୁ ବଡ଼ ହୋଇ ଏପରି ଗଛ ହୁଏ ଯେ, ଆକାଶର ଚଢ଼େଇମାନେ ଆସି ତାହାର ଡାଳରେ ବାସ କରନ୍ତି। Viz kapitolaଓଡିଆ ବାଇବେଲ32 ତାହା ତ ସବୁ ବୀଜଠାରୁ କ୍ଷୁଦ୍ର, ମାତ୍ର ତାହା ବଢ଼ିଲେ ସବୁ ଶାଗଠାରୁ ବଡ଼ ହୋଇ ଏପରି ଗଛ ହୁଏ ଯେ, ଆକାଶର ଚଢ଼େଇମାନେ ଆସି ତାହାର ଡାଳରେ ବାସ କରନ୍ତି । Viz kapitolaପବିତ୍ର ବାଇବଲ (CL) NT (BSI)32 ସେହି ମଞ୍ଜିଟି ସବୁଠାରୁ ଛାଟ ହେଲେ ସୁଦ୍ଧା ସେଥିରୁ ଯେଉଁ ଗଛ ହେଲା, କ୍ଷେତରେ ଅନ୍ୟ ସବୁ ଗଛ ଅପେକ୍ଷା ଅଧିକ ଉଚ୍ଚ ଓ ଗହଳିଆ ହେଲା ଏବଂ ତା’ ଉପରେ ଚଢ଼େଇମାନେ ବସା ବାନ୍ଧିଲେ। ସ୍ୱର୍ଗରାଜ୍ୟର ବୃଦ୍ଧି ଏହିପରି।” Viz kapitolaପବିତ୍ର ବାଇବଲ32 ସେ ବୀଜ ଅନ୍ୟ ବୀଜ ତୁଳନାରେ ସବୁଠାରୁ ଛୋଟ ଥାଏ, କିନ୍ତୁ ତାହା ଯେତେବେଳେ ବଡ଼ ହୁଏ, ସେତେବେଳେ ବଗିଗ୍ଭରେ ସମସ୍ତ ଗ୍ଭରା ଅପେକ୍ଷା ବଡ଼ ହୋଇଯାଏ। ତାହା ଗଛରେ ପରିଣତ ହୁଏ। ଆକାଶର ପକ୍ଷୀମାନେ ଆସି ଏହି ଗଛର ଶାଖାରେ ବସା ବାନ୍ଧି ଆଶ୍ରୟ ନିଅନ୍ତି।” Viz kapitola |